ତ୍ରିଶୂଳିଆ ଅଞ୍ଚଳରେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଫେରାର

କଟକ ଜିଲ୍ଲା ବାରଙ୍ଗ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ ନେଇ ଅଭିଯୋଗ ହୋଇଛି। ତେବେ ଦୁଷ୍କର୍ମ  ଅଭିଯୁକ୍ତ ଫେରାର ମାରିଥିବାର ସୂଚନା ରହିଛି। ତାକୁ ଧରିବା ଲାଗି ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। ଏନେଇ କଟକ ଡିସିପି ସୂଚନା ଦେଇଛନ୍ତି।

Rape

କଟକ: କଟକ ଜିଲ୍ଲା ବାରଙ୍ଗ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ ନେଇ ଅଭିଯୋଗ ହୋଇଛି। ତେବେ ଦୁଷ୍କର୍ମ  ଅଭିଯୁକ୍ତ ଫେରାର ମାରିଥିବାର ସୂଚନା ରହିଛି। ତାକୁ ଧରିବା ଲାଗି ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। ଏନେଇ କଟକ ଡିସିପି ସୂଚନା ଦେଇଛନ୍ତି।

୬ ବର୍ଷ ଝିଅକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ବାରଙ୍ଗ ଥାନାରେ ଏନେଇ ମାମଲା ହୋଇଛି । ଅଭିଯୁକ୍ତ ଝାଡ଼ଖଣ୍ଡ ଅଞ୍ଚଳର। ବାରଙ୍ଗ ଥାନା ତ୍ରିଶୂଳିଆ ଅଞ୍ଚଳରେ ରହି ଅଭିଯୁକ୍ତ କାମ କରୁ୍ଥିବା ଜଣାଯାଇଛି। ପୁଲିସ ଅଭିଯୁକ୍ତକୁ ଧରିବା ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏଣେ ଦୁଷ୍କର୍ମପୀଡ଼ିତା କଟକର ଶିଶୁଭବନରେ ଚିକିତ୍ସିତ ହେଉଛନ୍ତି।

କଟକ ଡିସିପିଙ୍କ ସୂଚନା ଅନୁଯାୟୀ, ୬ ବର୍ଷ ଝିଅକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ବାରଙ୍ଗ ଥାନାରେ ଏନେଇ ମାମଲା ହୋଇଛି । ଅଭିଯୁକ୍ତ ଝାଡ଼ଖଣ୍ଡ ଅଞ୍ଚଳର। ବାରଙ୍ଗ ଥାନା ତ୍ରିଶୂଳିଆ ଅଞ୍ଚଳରେ ରହି ଅଭିଯୁକ୍ତ କାମ କରୁ୍ଥିବା ଜଣାଯାଇଛି। ପୁଲିସ ଅଭିଯୁକ୍ତକୁ ଧରିବା ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏଣେ ଦୁଷ୍କର୍ମପୀଡ଼ିତା କଟକର ଶିଶୁଭବନରେ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ଆବଶ୍ୟକ ପଡ଼ିଲେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇପାରେ ବୋଲି ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe