Minor Girl Rape: ରାଜଧାନୀରେ ଲଜ୍ଜା: ୧୧ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଫେରାର

Advertisment

ସ୍ଥାନୀୟ ଅଞ୍ଚଳର ଜଣେ ପାନ ଦୋକାନୀ ନାବାଳିକା ଏକୁଟିଆ ଘରେ ଥିବାର ସୁଯୋଗ ନେଇ ଜୋର ଜବରଦସ୍ତ Rape କରିଥିଲା। ଅଭିଯୁକ୍ତକୁ ଗିରଫ କରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । 

ସ୍ଥାନୀୟ ଅଞ୍ଚଳର ଜଣେ ପାନ ଦୋକାନୀ ନାବାଳିକା ଏକୁଟିଆ ଘରେ ଥିବାର ସୁଯୋଗ ନେଇ ଜୋର ଜବରଦସ୍ତ Rape କରିଥିଲା। ଅଭିଯୁକ୍ତକୁ ଗିରଫ କରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । 

rape

Minor Raped at Capital Photograph: (sambad.in)

ଭୁବନେଶ୍ବର:  ରାଜଧାନୀରେ ଲଜ୍ଜା । ୧୧ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଅଭିଯୋଗ ପାଇବା ପରେ ମହିଳା ଥାନା ପୁଲିସ ଏକ ମାମଲା ରୁଜୁକରି ଦୁଷ୍କର୍ମକାରୀକୁ ଧରିବାକୁ ତନାଘନା ଆରମ୍ଭ କରିଛି ।

ଗଞ୍ଜାମ ଅଞ୍ଚଳର ନାବାଳିକା ଜଣକ ବାପା-ମା’ଙ୍କ ସହ ଭୁବନେଶ୍ବରରେ ରୁହନ୍ତି । ପ୍ରଥମେ ଗତ ୪ ତାରିଖରେ ସ୍ଥାନୀୟ ଅଞ୍ଚଳର ଜଣେ ପାନ ଦୋକାନୀ ନାବାଳିକାକୁ ଏକୁଟିଆ ପାଇ ଦୁଷ୍କର୍ମ ଉଦ୍ୟମ କରିଥିଲା । ତେବେ ନାବାଳିକା ପାଟି କରିବାରୁ ଖସି ପଳାଇଥିଲା ।

ଆହୁରି ପଢ଼ନ୍ତୁ: ସୌରଶକ୍ତିର ବ୍ୟବହାରକୁ ପ୍ରୋତ୍ସାହନ ଦେଇ ରାଉରକେଲା ସ୍ମାର୍ଟ ସିଟି ସମ୍ବର୍ଦ୍ଧିତ

ମହିଳା ଥାନାରେ ମାମଲା ରୁଜୁ 

ବୁଧବାର ପୁଣିଥରେ ନାବାଳିକା ଏକୁଟିଆ ଘରେ ଥିବାର ସୁଯୋଗ ନେଇ ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲା। କାହାକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇ ଫେରାର ହୋଇଯାଇଛି। ବାପା-ମା’ ଝିଅଠୁ ସବୁ କଥା ଜାଣିବା ପରେ ମହିଳା ଥାନାରେ ମାମଲା ରୁଜୁ କରିଛନ୍ତି । ଅଭିଯୁକ୍ତକୁ ଗିରଫ କରିବା ପାଇଁ ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । 

ଆହୁରି ପଢ଼ନ୍ତୁ:Fire Bar Capital ରାଜଧାନୀର ବାରରେ ଭୟାବହ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe