ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଶାହ

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ସରକାରୀ ସ୍ତରରେ ଘୋଷଣା କରାଯିବ।

ଅଦ୍ୟତନ ହୋଇଛି
ପଶ୍ଚିମବଙ୍ଗ ହାତେଇବାକୁ ବିଜେପିର ଯୋଜନା: ୧୫୦୦ରୁ ଅଧିକ ସଭା କରିବାକୁ ଲକ୍ଷ୍ୟ

 ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ ।   ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe