ତେଲକୋଇ: କେନ୍ଦୁଝରଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ବିଞ୍ଚାବାହାଲ ଗ୍ରାମରେ ବଜ୍ରାଘାତରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଛି। ଉଭୟ ସଂପର୍କରେ ଶାଶୂ ଓ ବୋହୂ ବୋଲି ଜଣାଯାଇଛି।
ଆଜି ଅପରାହ୍ନ ସାଢେ ଗୋଟାଏ ସମୟରେ ଗାଁ ମୁଣ୍ଡରେ ଥିବା ଭେଣ୍ଡିଆନାଳୀ ନିଜ ଚାଷ ଜମିରେ ଶାଶୂ ଓ ବୋହୂ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତା ଗ୍ରାମର ଟେଣ୍ଟ ନାଏକଙ୍କ ସ୍ତ୍ରୀ ରୁକ୍ମିଣୀ ନାଏକ(୫୦) ଓ ବୋହୂ ଲବଣୀ ନାଏକ(୨୮) ବୋଲି ଜଣାପଡ଼ିଛି।

/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)