ବଜ୍ରାଘାତ ନେଲା ଶାଶୂ ଓ ବୋହୂଙ୍କ ଜୀବନ

କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ବିଞ୍ଚାବାହାଲ ଗ୍ରାମରେ ବଜ୍ରାଘାତରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତା ଗ୍ରାମର ଟେଣ୍ଟ ନାଏକଙ୍କ ସ୍ତ୍ରୀ ରୁକ୍ମିଣୀ ନାଏକ(୫୦) ଓ ବୋହୂ ଲବଣୀ ନାଏକ(୨୮) ବୋଲି ଜଣାପଡ଼ିଛି।

Allegation of death of farmers due to crop damage

ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ବିଞ୍ଚାବାହାଲ ଗ୍ରାମରେ ବଜ୍ରାଘାତରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଛି। ଉଭୟ ସଂପର୍କରେ ଶାଶୂ ଓ ବୋହୂ ବୋଲି ଜଣାଯାଇଛି।

ଆଜି ଅପରାହ୍ନ ସାଢେ ଗୋଟାଏ ସମୟରେ ଗାଁ ମୁଣ୍ଡରେ ଥିବା ଭେଣ୍ଡିଆନାଳୀ ନିଜ ଚାଷ ଜମିରେ ଶାଶୂ ଓ ବୋହୂ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତ‌ା ଗ୍ରାମର ଟେଣ୍ଟ ନାଏକଙ୍କ ସ୍ତ୍ରୀ ରୁକ୍ମିଣୀ ନାଏକ(୫୦) ଓ ବୋହୂ ଲବଣୀ ନାଏକ(୨୮) ବୋଲି ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe