ପୂର୍ବ ଶତ୍ରୁତାକୁ ନେଇ ପଡ଼ୋଶୀକୁ ଟାଙ୍ଗିଆରେ ହାଣି ହତ୍ୟା, ଅଭିଯୁକ୍ତ ଅଟକ

Advertisment

ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ସାନଜଲ ଗ୍ରାମରେ ଗତକାଲି ରାତିରେ ଘଟିଛି ଏକ ଅଭାବନୀୟ ଘଟଣା l ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡ଼ୋଶୀର ଟାଙ୍ଗିଆ ଚୋଟରେ ଯାଇଛି ଜଣଙ୍କର ଜୀବନl ମୃତକ ହେଲେ ଦୋଳ ଦେହୁରୀ।

Updated On

ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ସାନଜଲ ଗ୍ରାମରେ ଗତକାଲି ରାତିରେ ଘଟିଛି ଏକ ଅଭାବନୀୟ ଘଟଣା l ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡ଼ୋଶୀର ଟାଙ୍ଗିଆ ଚୋଟରେ ଯାଇଛି ଜଣଙ୍କର ଜୀବନl ମୃତକ ହେଲେ ଦୋଳ ଦେହୁରୀ।

ଅଦ୍ୟତନ ହୋଇଛି
ବୃଦ୍ଧ ବାପାର ଟାଙ୍ଗିଆ ଚୋଟରେ ପୁଅର ମୃତ୍ୟୁ

କୋଇଡ଼ା: ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ସାନଜଲ ଗ୍ରାମରେ ଗତକାଲି ରାତିରେ ଘଟିଛି ଏକ ଅଭାବନୀୟ ଘଟଣା l ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଡ଼ୋଶୀର ଟାଙ୍ଗିଆ ଚୋଟରେ ଯାଇଛି ଜଣଙ୍କର ଜୀବନ l ମୃତକ ହେଲେ ଦୋଳ ଦେହୁରୀ।

ସାନଜଲ ଗ୍ରାମର ଦୋଳ ଦେହୁରୀ ଓ ପଡ଼ୋଶୀ ଶୁକ ଦେହୁରୀଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ତିକ୍ତତା ଲାଗି ରହିଥିଲା। ଗତ ରାତିରେ ଏହା ଉଗ୍ର ରୂପ ନେଇଥିଲା। ପରିଣାମସ୍ୱରୂପ ଶୁକ ଦେହୁରୀ ଏକ ଟାଙ୍ଗିଆରେ ଦୋଳ ଦେହୁରୀଙ୍କୁ ଆକ୍ରମଣ କରି ହତ୍ୟା କରିଥିଲା। ଘଟଣା ଜଣାପଡ଼ିବା ପରେ ଗ୍ରାମବାସୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଶୁକକୁ ଅଟକ ରଖି ପୁଲିସକୁ ଖବର ଦେଇଥିଲେ। ମହୁଲପଦା ପୁଲିସ ଶୁକକୁ ଅଟକ ରଖି  ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

 ସୂଚନା ଅନୁଯାୟୀ, ସାନଜଲ ଗ୍ରାମର ଦୋଳ ଦେହୁରୀ ଓ ପଡ଼ୋଶୀ ଶୁକ ଦେହୁରୀଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ତିକ୍ତତା ଲାଗି ରହିଥିଲା l ଗତ ରାତିରେ ଏହା ଉଗ୍ର ରୂପ ନେଇଥିଲା। ପରିଣାମସ୍ୱରୂପ ଶୁକ ଦେହୁରୀ ଏକ ଟାଙ୍ଗିଆରେ ଦୋଳ ଦେହୁରୀଙ୍କୁ ଆକ୍ରମଣ କରି ହତ୍ୟା କରିଥିଲା l ଘଟଣା ଜଣାପଡ଼ିବା ପରେ ଗ୍ରାମବାସୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଶୁକକୁ ଅଟକ ରଖି ପୁଲିସକୁ ଖବର ଦେଇଥିଲେ I ମହୁଲପଦା ପୁଲିସ ଶୁକକୁ ଅଟକ ରଖି  ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି l

crime

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe