ଭବାନୀପାଟଣା: ଆଜି କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କୁ ଲାଗି ହେବ ନବାନ୍ନ। ସକାଳ ୮ଟା ୨୦ରୁ ୯ଟା ୪୦ ମଧ୍ୟରେ ନବାନ୍ନ ଲାଗି ହେବ ବୋଲି ଜଣାଯାଇଛି। ନବାନ୍ନ ଲାଗି ପରେ ୧୨ଟା ଭିତରେ ଲୋକେ ନୂଆ ଖାଇବେ। ଏଥିଲାଗି ମା’ଙ୍କ ପାଖରେ ସ୍ବତନ୍ତ୍ର ନୀତିକାନ୍ତି ହେଉଛି। କଳାହାଣ୍ଡିର ଗଡ଼ଜାତ ଅଞ୍ଚଳରେ ଆଜି ନୂଆଁଖାଇ ପାଳିତ ହେଉଛି। ଏହି କାରଣରୁ ଜିଲ୍ଲାର କେତେକ ଅଞ୍ଚଳରେ ଛୁଟି ଘୋଷଣା କରାଯାଇଛି।
କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କୁ ଆଜି ଲାଗି ହେବ ନବାନ୍ନ
ଆଜି କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା' ମାଣିକେଶ୍ୱରୀଙ୍କୁ ଲାଗି ହେବ ନବାନ୍ନ। ସକାଳ ୮ଟା ୨୦ରୁ ୯ଟା ୪୦ ମଧ୍ୟରେ ନବାନ୍ନ ଲାଗି ହେବ ବୋଲି ଜଣାଯାଇଛି।
/sambad/media/media_files/wSTEZXcToMMFs3PKJFiJ.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)