ପୁଲିସ ସୂଚନଦାତା ଦର୍ଶାଇ ଦୁଇ ଗ୍ରାମବାସୀଙ୍କୁ ହତ୍ୟା କଲେ ନକ୍ସଲ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ସିରସେଟ୍ଟୀ ପଂଚାୟତର ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ନକ୍ସଲ।ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର।

Untitled

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ସିରସେଟ୍ଟୀ ପଂଚାୟତର ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ନକ୍ସଲ।ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର। ପୁଲିସ ସୂଚନଦାତା ଦର୍ଶାଇ ରହି ଦୁଇ ଜଣ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି।

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ସିରସେଟ୍ଟୀ ପଂଚାୟତର ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ନକ୍ସଲ।ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର। ପୁଲିସ ସୂଚନଦାତା ଦର୍ଶାଇ ରହି ଦୁଇ ଜଣ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ନକ୍ସଲ ଏବେ ନିଜର ସ୍ଥିତି ଜାହିର କରିବାକୁ ଯାଇ ପ୍ରତିଦିନ ହିଂସା ଘଟାଉଛନ୍ତି। ନିରୀହ ଆଦିବାସୀଙ୍କୁ ଟାର୍ଗେଟ କରି ପୁଲିସ ସୂଚନଦାତା ବୋଲି କହିବା ସହ ହତ୍ୟା କରି ଅଞ୍ଚଳରେ ଆତଙ୍କିତ କରୁଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 ନକ୍ସଲ ଏବେ ନିଜର ସ୍ଥିତି ଜାହିର କରିବାକୁ ଯାଇ ପ୍ରତିଦିନ ହିଂସା ଘଟାଉଛନ୍ତି। ନିରୀହ ଆଦିବାସୀଙ୍କୁ ଟାର୍ଗେଟ କରି ପୁଲିସ ସୂଚନଦାତା ବୋଲି କହିବା ସହ ହତ୍ୟା କରି ଅଞ୍ଚଳରେ ଆତଙ୍କିତ କରୁଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନକ୍ସଲ ଏଭଳି ଘଟଣା ଘଟାଇ କଣ ଜାହିର କରିବାକୁ ଚାହୁଁଛନ୍ତି ବୋଲି ପୁଲିସ କହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe