ସୂଚନାଦାତା ଦର୍ଶାଇ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ନକ୍ସଲ

Advertisment

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ଦର୍ଶାଇ ଦୁଇ ଜଣ ଗ୍ରାମବାସୀଙ୍କୁ ନକ୍ସଲ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି।

Updated On

ଅଦ୍ୟତନ ହୋଇଛି
nbh

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ଦର୍ଶାଇ ଦୁଇ ଜଣ ଗ୍ରାମବାସୀଙ୍କୁ ନକ୍ସଲ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି।

ଗତକାଲି ବିଳମ୍ବିତ ରାତିରେ ତରେମ ଥାନା ଅନ୍ତର୍ଗତ ବୁଦୁଗିଚେରୁ ଗ୍ରାମରେ ସଶସ୍ତ୍ର ନକ୍ସଲ ପହଞ୍ଚିଥିଲେ। ଗ୍ରାମର କାରମ ରାଜୁ(୩୨) ଏବଂ ମାଡ଼ବି ମୁନ୍ନା(୨୭)ଙ୍କୁ ଘରୁ ଅପହରଣ କରି ଜଙ୍ଗଲକୁ ନେଇଥିଲେ। ଜଙ୍ଗଲରେ ପୁଲିସକୁ ଲଗାତାର ସୂଚନା ଦେଉଥିବାରୁ ପ୍ରଥମେ ନିସ୍ତୁକ ମାଡ଼ ମାରିଥିଲେ। ଏମାନଙ୍କ ସୂଚନା ଦ୍ୱାରା ନକ୍ସଲ ସଂଗଠନର ବହୁ କ୍ଷତି ହୋଇଥିବା ନକ୍ସଲ କହିଥିଲେ। ତେଣୁ ଦୁଇ ଗ୍ରାମବାସୀଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଥିଲା।

ଦୁହିଁଙ୍କୁ ହତ୍ୟା କରି ଗ୍ରାମରେ ଆଣି ଫିଙ୍ଗି ଦେଇଥିଲେ। ଆଜି ସକାଳେ ପରିବାର ଲୋକେ ପୁଲିସକୁ ଖବର ଦେବା ପରେ ପୁଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe