ଏଥର ଦୁର୍ଗାପୂଜା ଭସାଣରେ କଟକଣା: ଡିଜେ, ଲେଜର ଲାଇଟ୍ ଓ ବାଣ ବନ୍ଦ

ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ଓ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

New Project (6)

ଭୁବନେଶ୍ବର: ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ଓ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଭସାଣ ବେଳେ ଲାଗିବନି ଲେଜର ଲାଇଟ। ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଭସାଣ ବେଳେ ଲାଗିବନି ଲେଜର ଲାଇଟ। ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଏହି ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ପୁଲିସ କମିସନର ଏସ ଦେବଦତ୍ତ ସିଂ, ଅତିରିକ୍ତ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଭୁବନେଶ୍ୱର ଏକାମ୍ବ୍ର ବିଧାୟକ ବାବୁ ସିଂଙ୍କ ସମେତ ବିଭିନ୍ନ ପୂଜା କମିଟିର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିଲେ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe