ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୧୧ରେ ଭୋଟ୍, ୧୪ରେ ଫଳାଫଳ

ନୂଆପଡ଼ା ଉପନିର୍ବାଚନ ଲାଗି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେଉଛି। ଅକ୍ଟୋବର ୨୦ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ।

Untitled

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ଲାଗି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେଉଛି। ଅକ୍ଟୋବର ୨୦ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ।  ଠିକ୍ ସେହିପରି ୨୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ଅକ୍ଟୋବର ୨୪ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ।

ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେଉଛି। ଅକ୍ଟୋବର ୨୦ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ।  ଠିକ୍ ସେହିପରି ୨୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ଅକ୍ଟୋବର ୨୪ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୧୧ ତାରିଖରେ ମତଦାନ ହେବ ଏବଂ ୧୪ରେ ଭୋଟ୍ ଗଣତି କରାଯାଇ ଫଳାଫଳ ଘୋଷିତ ହେବ।

ନଭେମ୍ବର ୧୧ ତାରିଖରେ ମତଦାନ ହେବ ଏବଂ ୧୪ରେ ଭୋଟ୍ ଗଣତି କରାଯାଇ ଫଳାଫଳ ଘୋଷିତ ହେବ। ୧୬ ତାରିଖ ସୁଦ୍ଧା ନୂଆପଡ଼ା ଉପନିର୍ବାଚନର ସମସ୍ତ ପ୍ରକ୍ରିୟା ଶେ‌ଷ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe