ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ

Advertisment

ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଡିସେମ୍ବର ୧୦ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଆବଶ୍ୟକସ୍ଥଳେ ଡିସେମ୍ବର ୧୦ ତାରିଖରେ ଭୋଟିଂ ହେବ।

bh

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଡିସେମ୍ବର ୧୦ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଡିସେମ୍ବର ୧୩ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ। ଆବଶ୍ୟକସ୍ଥଳେ ଡିସେମ୍ବର ୧୦ ତାରିଖରେ ଭୋଟିଂ ହେବ।

ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ।  ଡିସେମ୍ବର ୧୩ ତାରିଖ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୨୦ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ଭୋଟଗଣିତ ହେବ। 

ଉଲ୍ଲେଖଯୋଗ୍ୟ, ରାଜ୍ୟସଭା ସାଂସଦ ସୁଜିତ କୁମାର ଇସ୍ତଫା ଦେବାପରେ ଖାଲି ପଡ଼ିଥିବା ରାଜ୍ୟସଭା ପଦ ପାଇଁ ଆସନ୍ତା ଡିସେମ୍ବର ୧୦ ତାରିଖରେ ଏହି ଉପନିର୍ବାଚନ ହେବ। ଆଗରୁ ନିର୍ବାଚନ କମିସନ ଏହାର ଘୋଷଣା କରିଥିଲେ।
ଶ୍ରୀ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ଏଥିଲାଗି ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ତାପରେ ସେ ପଦ୍ମ ଧରିଥିଲେ। 

ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ।  ଡିସେମ୍ବର ୧୩ ତାରିଖ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୨୦ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ଭୋଟଗଣିତ ହେବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe