ଭୁବନେଶ୍ବର: ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା। ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖେଲାଯିବାକୁ ବାରଣ କରାଯାଇଛି। ତେଣେ ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରିକୁ ନିଷିଦ୍ଧ କରାଯାଇଛି। ସବୁ ଦିନ ଲାଗି ଏହି ନିୟମ ଲାଗୁ ରହିବ।
ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖେଲାଯିବାକୁ ବାରଣ କରାଯାଇଛି। ତେଣେ ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରିକୁ ନିଷିଦ୍ଧ କରାଯାଇଛି। ସବୁ ଦିନ ଲାଗି ଏହି ନିୟମ ଲାଗୁ ରହିବ। ଆଜି ଏନେଇ ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ଆଜି ଏନେଇ ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
puri jagannath temple
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/06/08/oa8S43wNdUopjLc3UdI5.jpg)