ବାଲେଶ୍ବର: ବାଲେଶ୍ବରରେ ଜଣେ ନର୍ସିଂ ଛାତ୍ର ଆତ୍ମହତ୍ୟା କରିଥିବା ଜଣାଯାଇଛି। ମୃତ ଛାତ୍ର ୨୦ ବର୍ଷୀୟ ରୋମିଓ ରଞ୍ଜନ ସାମଲ। ଘରେ କେହି ନଥିବା ବେଳେ ଫ୍ୟାନରେ ବେଡସିଟ ବାନ୍ଧି ଝୁଲିପଡ଼ି ସେ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ବାପା ମୃତ୍ୟୁଞ୍ଜୟ ସାମଲ ହସ୍ପିଟାଲ କର୍ମଚାରୀ ହୋଇଥିବା ବେଳେ ରୋମିଓ ତାଙ୍କର ଏକମାତ୍ର ପୁଅ । ସର୍ଜରୀ ଓଟିରେ ପ୍ରାକ୍ଟିକାଲ ଡ୍ୟୁଟି ଥିବା ବେଳେ ଏହା ପୂର୍ବରୁ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି।
ବାଲେଶ୍ବରରେ ଜଣେ ନର୍ସିଂ ଛାତ୍ର ଆତ୍ମହତ୍ୟା କରିଥିବା ଜଣାଯାଇଛି। ମୃତ ଛାତ୍ର ୨୦ ବର୍ଷୀୟ ରୋମିଓ ରଞ୍ଜନ ସାମଲ। ଘରେ କେହି ନଥିବା ବେଳେ ଫ୍ୟାନରେ ବେଡସିଟ ବାନ୍ଧି ଝୁଲିପଡ଼ି ସେ ଆତ୍ମହତ୍ୟା କରିଛନ୍ତି।ମୃତକଙ୍କ ବାପା ମୃତ୍ୟୁଞ୍ଜୟ ସାମଲ ହସ୍ପିଟାଲ କର୍ମଚାରୀ ହୋଇଥିବା ବେଳେ ରୋମିଓ ତାଙ୍କର ଏକମାତ୍ର ପୁଅ । ସର୍ଜରୀ ଓଟିରେ ପ୍ରାକ୍ଟିକାଲ ଡ୍ୟୁଟି ଥିବା ବେଳେ ଏହା ପୂର୍ବରୁ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି।ତେବେ କାହିଁକି ରୋମିଓ ଆତ୍ମହତ୍ୟା କରିଛନ୍ତି, ତାର କାରଣ ଅସ୍ପଷ୍ଟ ରହିଛି।
ତେବେ କାହିଁକି ରୋମିଓ ଆତ୍ମହତ୍ୟା କରିଛନ୍ତି ତାର କାରଣ ଅସ୍ପଷ୍ଟ ରହିଛି। ମୃତଦେହ ବାଲେଶ୍ବର ଜିଲ୍ଳା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି ।