ସିକ୍କିମ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ସ୍ବତନ୍ତ୍ର ଟିମ୍ ଯିବେ ସିକ୍କିମ୍

ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

dvdvdv

ଭୁବନେଶ୍ୱର: ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ବସ୍ ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକିମ ସରକାରଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶାର ଦୁର୍ଘଟଣାଗସ୍ତ ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବସ୍ ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକିମ ସରକାରଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶାର ଦୁର୍ଘଟଣାଗସ୍ତ ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।

cmo odisha

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe