ଭୁବନେଶ୍ବର: ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲାଇବେ ଓଡ଼ିଶା ସରକାର। ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଏହି ସତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ରେଳ ଷ୍ଟେସନରେ ଉଦଘାଟନ କରିବେ ବୋଲି ଜଣାଯାଇଛି।
ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲାଇବେ ଓଡ଼ିଶା ସରକାର। ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/01/17/PAFK9NRG1SMZcuS60YOO.jpg)