ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Advertisment

ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ଓଡ଼ିଶା ସରକାର। ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଏହି ସତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ରେଳ ଷ୍ଟେସନରେ ଉଦଘାଟନ କରିବେ ବୋଲି ଜଣାଯାଇଛି।

sxd

ଭୁବନେଶ୍ବର: ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ଓଡ଼ିଶା ସରକାର। ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଏହି ସତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ରେଳ ଷ୍ଟେସନରେ ଉଦଘାଟନ କରିବେ ବୋଲି ଜଣାଯାଇଛି।

ବରିଷ୍ଠ ନାଗରିକଙ୍କୁ ଶିରିଡ଼ି ବୁଲା‌ଇବେ ଓଡ଼ିଶା ସରକାର। ଏଥିଲାଗି ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ଚଳାଚଳ କରିବ। ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରୀ ଟ୍ରେନ୍ ର ଆଧ୍ୟାତ୍ମିକ ଯାତ୍ରା ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭୂତି ପ୍ରଦାନ କରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe