ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ପବିତ୍ର ମାଟିକୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

Advertisment

ଆଜି ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କର  ଓଡ଼ିଶା ଗସ୍ତ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ସ୍ବାଗତ କରିଛନ୍ତି। ଏନେଇ ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟ ‘ଏକ୍ସ’ରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ପବିତ୍ର ମାଟିକୁ ସ୍ୱାଗତ।  ତାଙ୍କ ନେତୃତ୍ୱରେ ଭାରତର ଉନ୍ନତି ଓ ସମୃଦ୍ଧିର ଦିଗରେ ଓଡ଼ିଶା ମଧ୍ୟ ନୂଆ ଅଧ୍ୟାୟ ଲେଖୁଛି।

modi-mohan

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କର ଆଜି ୭୪ତମ ଜନ୍ମଦିନ। ଆଜି ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କର  ଓଡ଼ିଶା ଗସ୍ତ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ସ୍ବାଗତ କରିଛନ୍ତି। ଏନେଇ ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟ ‘ଏକ୍ସ’ରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ପବିତ୍ର ମାଟିକୁ ସ୍ୱାଗତ।  ତାଙ୍କ ନେତୃତ୍ୱରେ ଭାରତର ଉନ୍ନତି ଓ ସମୃଦ୍ଧିର ଦିଗରେ ଓଡ଼ିଶା ମଧ୍ୟ ନୂଆ ଅଧ୍ୟାୟ ଲେଖୁଛି।

ଏହା ପୂର୍ବରୁ ଜନ୍ମଦିନର ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe