ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଦ୍ବାରା ‘ଓଡ଼ିଶା ଯାତ୍ରୀ’ ଆପ୍ ଉନ୍ମୋଚିତ

ଉନ୍ମୋଚିତ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍। ଏହାକୁ ଉନ୍ମୋଚନ କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଉବେର ଏବଂ ଓଲା କମ୍ପାନୀକୁ ଟକ୍କର ଦେବ ଓଡ଼ିଶା ଯାତ୍ରୀ ଆପ୍। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବରମୁଣ୍ଡା ବସଷ୍ଟାଣ୍ଡରେ ୧୨ଟି ଇ ବସର ଉଦଘାଟନ କରିଛନ୍ତି।

7cd-83b7-53bb3fc0c7d8

ଭୁବନେଶ୍ବର: ଉନ୍ମୋଚିତ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍। ଏହାକୁ ଉନ୍ମୋଚନ କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
 ଉବେର ଏବଂ ଓଲା କମ୍ପାନୀକୁ ଟକ୍କର ଦେବ ଓଡ଼ିଶା ଯାତ୍ରୀ ଆପ୍। ଏଥର ରାସ୍ତାରେ ଗଡିବ ଅଟୋ ଓ କାର୍। ‘ଓଡ଼ିଶା ଯାତ୍ରୀ’ ଆପ୍ ଜରିଆରେ ସାଧାରଣ ଲୋକେ ବୁକ୍ କରି ଅଟୋ ଓ କାର୍ ରେ ଯାତ୍ରା କରିପାରିବେ।

ଉନ୍ମୋଚିତ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍। ଏହାକୁ ଉନ୍ମୋଚନ କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
 ଉବେର ଏବଂ ଓଲା କମ୍ପାନୀକୁ ଟକ୍କର ଦେବ ଓଡ଼ିଶା ଯାତ୍ରୀ ଆପ୍।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବରମୁଣ୍ଡା ବସଷ୍ଟାଣ୍ଡରେ ୧୨ଟି ଇ ବସର ଉଦଘାଟନ କରିଛନ୍ତି। ଏଣେ ସ୍ବୟଂଚାଳିତ ଟିକେଟ ଭେଣ୍ଡିଂ ମେସିନର ବି ଉଦଘାଟନ କରିଛନ୍ତି ମନ୍ତ୍ରୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe