ବାଲେଶ୍ବର: ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଚଢ଼ଉ। ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କୁକୁଡ଼ାପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନରେ ଚଢଉ।
ସୂଚନା ଅନୁସାରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ମୁଖ୍ୟଯନ୍ତ୍ରୀଙ୍କ ବ୍ରହ୍ମପୁର ପୈତୃକ ଘର, ଭୁବନେଶ୍ୱର, ଫୁଲବାଣୀ, କେଉଁଝର ଏବଂ ବାଲେଶ୍ୱର ସମେତ ୧୧ଟି ଜାଗାରେ ଏକା ବେଳେ ଚଢଉ ଜାରି ରଖିଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/9S3NyuuIgQKRsIxu6BpV.jpg)
