ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ଉ

Advertisment

ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଚଢ଼ଉ। ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କୁକୁଡ଼ାପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନରେ ଚଢଉ। 

Updated On

ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଚଢ଼ଉ। ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କୁକୁଡ଼ାପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନରେ ଚଢଉ। 

ଅଦ୍ୟତନ ହୋଇଛି
rwd

ବାଲେଶ୍ବର: ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଚଢ଼ଉ। ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କୁକୁଡ଼ାପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନରେ ଚଢଉ। 

ସୂଚନା ଅନୁସାରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ମୁଖ୍ୟଯନ୍ତ୍ରୀଙ୍କ ବ୍ରହ୍ମପୁର ପୈତୃକ ଘର, ଭୁବନେଶ୍ୱର, ଫୁଲବାଣୀ, କେଉଁଝର ଏବଂ ବାଲେଶ୍ୱର ସମେତ ୧୧ଟି  ଜାଗାରେ ଏକା ବେଳେ ଚଢଉ ଜାରି ରଖିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe