ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଏମଭିଆଇଙ୍କ ଘରେ ପଶିଲା ଭିଜିଲାନ୍ସ

Advertisment

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧର ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ହେଉଛି। ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୪ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢ଼ାଉ କରାଯାଉଛି।

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧର ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ହେଉଛି। ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୪ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢ଼ାଉ କରାଯାଉଛି।

New Project (1)

ବୌଦ୍ଧ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧର ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ହେଉଛି। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ବାରିପଦାଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୪ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢ଼ାଉ କରାଯାଉଛି। ବାରିପଦା, ବୌଦ୍ଧ ଏବଂ ଭୁବନେଶ୍ୱରରେ ତାଙ୍କ ନିମ୍ନଲିଖିତ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି।

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧର ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ହେଉଛି। ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ବାରିପଦାଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୪ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ଚଢ଼ାଉ କରାଯାଉଛି।

୧.ଶ୍ରୀ ହଂସଦାହଙ୍କ ବାରିପଦାର ପ୍ରଫୁଲ୍ଲ ନଗରର ଆବାସିକ ଘର ।

୨. ବୌଦ୍ଧରେ ଅବସ୍ଥିତ ତାଙ୍କର ଭଡା ଘର।

(୩) ବୌଦ୍ଧ ଜିଲ୍ଲା ବୌଦ୍ଧର ଆରଟିଓ କାର୍ଯ୍ୟାଳୟରେ ଅବସ୍ଥିତ ଶ୍ରୀ ହଂସଦାହଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ।

(୪) ମୟୂଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅନ୍ତର୍ଗତ ଗୁଡିଡିହା ଗ୍ରାମରେ ଅବସ୍ଥିତ ଶ୍ରୀ ହଂସଦାହଙ୍କ ପୈତୃକ ଘର।

(୫)ଭୁବନେଶ୍ୱରର ପାଣ୍ଡରାରେ ତାଙ୍କ ଝିଅଙ୍କ ଭଡ଼ାଘର।

(୬) ବାରିପଦାର ୱାର୍ଡ ନମ୍ବର ୨୮, ବାଗଡିହାରେ ତାଙ୍କ ନିକଟତମ ସହଯୋଗୀଙ୍କ ଘର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe