Advertisment

ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢଉ

Advertisment

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ  ଚଢଉ ଜାରି ରଖିଛି ଭିଜିଲାନ୍ସ। ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ, ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରୁଛି ଭିଜିଲାନ୍ସ ଟିମ୍।

vigillance

ବାଲେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ  ଚଢଉ ଜାରି ରଖିଛି ଭିଜିଲାନ୍ସ। ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ, ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରୁଛି ଭିଜିଲାନ୍ସ ଟିମ୍।

ଏହି ଚଢଉରେ ୨ ଜଣ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନସ୍ପେକ୍ଟର ଓ ୫ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ଥିବା ଜଣାଯାଇଛି। ତେବେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe