ଚଳିତ ମାସରେ ସରୁଛି ଓଡ଼ିଶାର ତିନି ବିଶ୍ୱ ବିଦ୍ୟାଳୟର କୁକପତିଙ୍କ କାର୍ଯ୍ୟକାଳ

Advertisment

ଚଳିତ ମାସରେ ଓଡ଼ିଶାର ଉତ୍କଳ ବିଶ୍ୱ ବିଦ୍ୟାଳୟ, ରମାଦେବୀ ଦେବୀ ବିଶ୍ୱ ବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସରିବ କାର୍ଯ୍ୟକାଳ| କୁଳପତି ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିବା ପାଇଁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଦ୍ୱାରା ଉଚ୍ଚ ଶିକ୍ଷା ବିଭଗ ସଚିବଙ୍କୁ ଚିଠି କରାଯାଇଛି|

ଉତ୍କଳ ବିଶ୍ୱବିଦ୍ୟାଳୟ ୧ମ ଓ ୩ୟ ସେମିଷ୍ଟାର ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଚଳିତ ମାସରେ ଓଡ଼ିଶାର ତିନି ବିଶ୍ୱ ବିଦ୍ୟାଳୟର କୁକପତିମାନଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଉତ୍କଳ ବିଶ୍ୱ ବିଦ୍ୟାଳୟ, ରମାଦେବୀ ଦେବୀ ବିଶ୍ୱ ବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସରିବ କାର୍ଯ୍ୟକାଳ| ଓଡ଼ିଶା ୟୁନିଭରସିଟି ଆକ୍ଟ ୧୯୮୯ ଅନୁଯାୟୀ କୁଳପତି ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିବା ପାଇଁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଦ୍ୱାରା ଉଚ୍ଚ ଶିକ୍ଷା ବିଭଗ ସଚିବଙ୍କୁ ଚିଠି କରାଯାଇଛି|

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe