ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ୭୦ ବର୍ଷୀୟ ଦିଲୀପ ସାହୁ ନାମକ ବ୍ୟକ୍ତି ଚିକିତ୍ସାଧୀନ ଅବସ୍ଥାରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଦିଲୀପଙ୍କର ଅସ୍ଥିଶଲ୍ୟ ବିଭାଗରେ ଚିକିତ୍ସା ଚାଲିଥିଲା। ଡାକ୍ତରଖାନାର କର୍ମଚାରୀ, ନର୍ସ ଓ ସିକ୍ୟୁରିଟି ଗାର୍ଡ ଥିବା ସତ୍ତ୍ଵେ କେମିତି ରୋଗୀ ଜଣକ ଆତ୍ମହତ୍ୟା କଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।