ନିଆଁରେ ପୋଡ଼ି ହୋଇ ଆଖିବୁଜିଲେ ବୃଦ୍ଧା

ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ବରପଦା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ନିଆଁରେ ପୋଡ଼ି ହୋଇ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ଅନନ୍ତ ଖଟୁଆଙ୍କ ସ୍ତ୍ରୀ ଲକ୍ଷ୍ମୀ ଖଟୁଆ (୭୫)।

ୂର

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ବରପଦା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ନିଆଁରେ ପୋଡ଼ି ହୋଇ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ଅନନ୍ତ ଖଟୁଆଙ୍କ ସ୍ତ୍ରୀ ଲକ୍ଷ୍ମୀ ଖଟୁଆ (୭୫)।ଘର ଭିତରେ ପୋଡ଼ିହୋଇ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି ।

ବିଦ୍ୟୁତ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

fire

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe