ପଦ୍ମପୁର: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ବାଉରୀପଦା ଗ୍ରାମର ବୃଦ୍ଧା ରଜନୀ ମହାକୁଡ ପୋଖରୀରେ ବୁଡି ମୃତ୍ୟୁବରଣ କରିଛନ୍ତି। ଆଜି ସେ ଘର ପାଖ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବାବେଳେ ପାଣିରେ ବୁଡ଼ି ଯାଇଥିଲେ।ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେହେଁ ଡା.ରଜନୀଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ଶବ ଗୃହରେ ରଖା ଯାଇଛି। ସୋମବାର ଶବ ବ୍ୟବଛେଦ କରାଯିବ ବୋଲି ଜଣାପଡ଼ିଛି।
ବାଉରୀପଦା ଗ୍ରାମର ବୃଦ୍ଧା ରଜନୀ ମହାକୁଡ ପୋଖରୀରେ ବୁଡି ମୃତ୍ୟୁବରଣ କରିଛନ୍ତି। ଆଜି ସେ ଘର ପାଖ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବାବେଳେ ପାଣିରେ ବୁଡ଼ି ଯାଇଥିଲେ।
Keonjhar
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2026/01/01/2026-01-01t113431602z-img_20251207_112601-2026-01-01-17-04-31.jpg)
/sambad/media/media_files/zoVnGyOVb9hUTElx2gpo.jpg)