ପୋଖରୀରେ ବୁଡ଼ି ବୃଦ୍ଧା ମୃତ

କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ବାଉରୀପଦା ଗ୍ରାମର ବୃଦ୍ଧା ରଜନୀ ମହାକୁଡ ପୋଖରୀରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ଆଜି ସେ ଘର ପାଖ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବାବେଳେ ପାଣିରେ ବୁଡ଼ି ଯାଇଥିଲେ।

drawn

ପଦ୍ମପୁର: କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ବାଉରୀପଦା ଗ୍ରାମର ବୃଦ୍ଧା ରଜନୀ ମହାକୁଡ ପୋଖରୀରେ ବୁଡି ମୃତ୍ୟୁବରଣ କରିଛନ୍ତି। ଆଜି ସେ ଘର ପାଖ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବାବେଳେ ପାଣିରେ ବୁଡ଼ି ଯାଇଥିଲେ।ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେହେଁ ଡା.ରଜନୀଙ୍କୁ ମୃତ ଘୋଷଣା କରିଥିଲେ। ମୃତଦେହ ଶବ ଗୃହରେ ରଖା ଯାଇଛି। ସୋମବାର ଶବ ବ୍ୟବଛେଦ କରାଯିବ ବୋଲି ଜଣାପଡ଼ିଛି।

ବାଉରୀପଦା ଗ୍ରାମର ବୃଦ୍ଧା ରଜନୀ ମହାକୁଡ ପୋଖରୀରେ ବୁଡି ମୃତ୍ୟୁବରଣ କରିଛନ୍ତି। ଆଜି ସେ ଘର ପାଖ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବାବେଳେ ପାଣିରେ ବୁଡ଼ି ଯାଇଥିଲେ।

 Keonjhar

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe