ରାଉରକେଲା: ଡ଼ୁମେର୍ତ୍ତାରୁ ରାଉରକେଲା ଇସ୍ପାତ କାରଖାନାକୁ ନିର୍ମାଣ ରେଳ ଲାଇନକୁ ବିରୋଧ କରି ବସ୍ତିବାସିଦା ଓ ପୁଲିସ ମଧ୍ୟରେ ଖଣ୍ଡ ଯୁଦ୍ଧ ହୋଇଛି l ବସ୍ତି ବାସିନ୍ଦାଙ୍କ ଢେଲା ଓ ତୀର ମାଡ଼ରେ ଅତିରିକ୍ତ ତହସିଲଦାର ପୁରୁଷୋତ୍ତମ ନାୟକଙ୍କ ସମେତ ଛଅ ପୁଲିସ ଗୁରୁତର ଓ ଆହତ ହୋଇଛନ୍ତି l ଜେସିବି ଧକ୍କାରେ ବରକାନିର ଏତୋ ଏକ୍କା (୩୭)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି l

Advertisment

ଡ଼ୁମେର୍ତ୍ତାରୁ ରାଉରକେଲା ଇସ୍ପାତ କାରଖାନାକୁ ନିର୍ମାଣ ରେଳ ଲାଇନକୁ ବିରୋଧ କରି ବସ୍ତିବାସିଦା ଓ ପୁଲିସ ମଧ୍ୟରେ ଖଣ୍ଡ ଯୁଦ୍ଧ ହୋଇଛି l ବସ୍ତି ବାସିନ୍ଦାଙ୍କ ଢେଲା ଓ ତୀର ମାଡ଼ରେ ଅତିରିକ୍ତ ତହସିଲଦାର ପୁରୁଷୋତ୍ତମ ନାୟକଙ୍କ ସମେତ ଛଅ ପୁଲିସ ଗୁରୁତର ଓ ଆହତ ହୋଇଛନ୍ତି l ଜେସିବି ଧକ୍କାରେ ବରକାନିର ଏତୋ ଏକ୍କା (୩୭)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି l ଆହତ ଏଏସଆଇ ରାଜେନ୍ଦ୍ର ସାହୁ, ସରୋଜ କୁମାର ମୁଦୁଲିଙ୍କ ସମେତ ମନୋରଞ୍ଜନ ଦାସ, ରାକେଶ ମହାରଣା ଓ ଜେସିବି ଅପରେଟର ସାମୱେଲ ମାସି ଗୁରୁତର ଆହତ ହୋଇଛନ୍ତିl

ଆହତ ଏଏସଆଇ ରାଜେନ୍ଦ୍ର ସାହୁ, ସରୋଜ କୁମାର ମୁଦୁଲିଙ୍କ ସମେତ ମନୋରଞ୍ଜନ ଦାସ, ରାକେଶ ମହାରଣା ଓ ଜେସିବି ଅପରେଟର ସାମୱେଲ ମାସି ଗୁରୁତର ଆହତ ହୋଇଛନ୍ତି l ସମସ୍ତଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛିl