ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି: ପୁଲିସ ଡିଜି

Advertisment

ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି ବୋଲି ପୁଲିସ ଡିଜି କହିଛନ୍ତି। ଓଡ଼ିଶାର ୧୨ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବା ପ୍ରସଙ୍ଗରେ ସେ କହିଛନ୍ତି, ଯେଉଁମାନେ ଦୀର୍ଘମିଆଦି ଭିସା ପାଇଛନ୍ତି ବା ସେଥିଲାଗି ଆବେଦନ କରିଛନ୍ତି, ସେମାନଙ୍କ ଆବେଦନ ଉପରେ ଆମେ ଦେଖୁଛୁ।

ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି ବୋଲି ପୁଲିସ ଡିଜି କହିଛନ୍ତି। ଓଡ଼ିଶାର ୧୨ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବା ପ୍ରସଙ୍ଗରେ ସେ କହିଛନ୍ତି, ଯେଉଁମାନେ ଦୀର୍ଘମିଆଦି ଭିସା ପାଇଛନ୍ତି ବା ସେଥିଲାଗି ଆବେଦନ କରିଛନ୍ତି, ସେମାନଙ୍କ ଆବେଦନ ଉପରେ ଆମେ ଦେଖୁଛୁ।

ୂର

ଭୁବନେଶ୍ବର: ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିସାରିଛନ୍ତି ବୋଲି ପୁଲିସ ଡିଜି ୱାଇ ବି ଖୁରାନିଆ କହିଛନ୍ତି। ଓଡ଼ିଶାର ୧୨ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବା ପ୍ରସଙ୍ଗରେ ସେ କହିଛନ୍ତି, ଯେଉଁମାନେ ଦୀର୍ଘମିଆଦି ଭିସା ପାଇଛନ୍ତି ବା ସେଥିଲାଗି ଆବେଦନ କରିଛନ୍ତି, ସେମାନଙ୍କ ଆବେଦନ ଉପରେ ଆମେ ଦେଖୁଛୁ। ଏନେଇ ପରବର୍ତ୍ତୀ ନିର୍ଦ୍ଦେଶନାମାକୁ ଅପେକ୍ଷା କରାଯାଇଛି।  

ଓଡ଼ିଶାରେ ଆଉ ପାକିସ୍ତାନୀ ନାଗରିକ ରହିପାରିବେ ନାହିଁ। ସେମାନଙ୍କୁ ରାଜ୍ୟର ବିଦା କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି।
ଦୀର୍ଘକାଳୀନ ଭିସା ବଳରେ ଭାରତର ବିଭିନ୍ନ ରାଜ୍ୟରେ ପାକିସ୍ତାନୀ ନାଗରିକମାନେ ରହୁଛନ୍ତି। ସେମାନେ ବିଭିନ୍ନ କାମରେ କାର୍ଯ୍ୟରତ ଅଛନ୍ତି। ଏହିକ୍ରମରେ ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ ରହୁଥିବା ଜଣାପଡ଼ିଛି। ଦୀର୍ଘକାଳୀନ ଭିସା ବଳରେ  ପାକିସ୍ତାନୀ ନାଗରିକମାନେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବସବାସ କରୁଛନ୍ତି।

ଓଡ଼ିଶାରେ ଆଉ ପାକିସ୍ତାନୀ ନାଗରିକ ରହିପାରିବେ ନାହିଁ। ସେମାନଙ୍କୁ ରାଜ୍ୟର ବିଦା କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘକାଳୀନ ଭିସା ବଳରେ ଭାରତର ବିଭିନ୍ନ ରାଜ୍ୟରେ ପାକିସ୍ତାନୀ ନାଗରିକମାନେ ରହୁଛନ୍ତି। ସେମାନେ ବିଭିନ୍ନ କାମରେ କାର୍ଯ୍ୟରତ ଅଛନ୍ତି। ଏହିକ୍ରମରେ ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ ରହୁଥିବା ଜଣାପଡ଼ିଛି। ଦୀର୍ଘକାଳୀନ ଭିସା ବଳରେ  ପାକିସ୍ତାନୀ ନାଗରିକମାନେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବସବାସ କରୁଛନ୍ତି।

 ତେବେ ଜମ୍ମୁ କଶ୍ମୀରର ପହଲଗାମରେ ଗତ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ସ୍ଥିତି ରହିଛି। ଦେଶର ଆଭ୍ୟନ୍ତରୀଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ସରକାର ପାକିସ୍ତାନୀ ନାଗରିକମାନଙ୍କୁ ଦେଶ ଛାଡ଼ିବାକୁ ପରାମର୍ଶ ଦେଇଛନ୍ତି। ଭାରତ ସରକାର କହିଛନ୍ତି ଯେ, ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପାକିସ୍ତାନୀ ନାଗରିକମାନେ ଭାରତ ଛାଡ଼ନ୍ତୁ। ଏମାନଙ୍କୁ ଭାରତ ଛାଡ଼ି ଯିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe