ସୁନ୍ଦରଗଡ଼: ତେଲେନଡ଼ିହି ଖଣି ଚୋରି ମାମଲାରେ ଜିଲ୍ଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଚୋରା କୋଇଲା ଖଣିରୁ କୋଲ ୱାସେରିକୁ ଯାଉଥିଲା କି କୋଇଲା
ସୁନ୍ଦରଗଡ଼ ଜିଲ୍ଲାପାଳ ସୁନ୍ଦରଗଡ଼ ଉପଜିଲାପାଳ, ଖଣି ଉପନିର୍ଦ୍ଦେଶକ ଓ ହେମଗିରି ତହସିଲଦାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ତିନି ଦିନ ମଧ୍ୟରେ ତଦନ୍ତ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ତେଲେନଡ଼ିହିର ବିଶାଳ ଚୋରା ଖଣିରୁ କୋଇଲା ଚାଲାଣ ହେଉଥିଲା। କୋଲ ୱାସେରି ଓ କୋଲ ଡିପୋମାନଙ୍କୁ ଚୋରା କୋଇଲା ଯାଉଥିବା ସନ୍ଦେହ ଉପୁଜିଛି। ଅଞ୍ଚଳର ସମସ୍ତ କୋଲ ୱାସେରି ଓ କୋଲ ଡିପୋକୁ ଯାଞ୍ଚ କରିବା ସହ ଷ୍ଟକର ହିସାବ ନେବା ପାଇଁ ସୁନ୍ଦରଗଡ଼ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଯଦି ହିସାବରୁ ଅଧିକ କୋଇଲା ବାହାରିଲା, ତାହାଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ।

/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/04/08/UcHRqs7YZpGGz5FnZ8fe.png)