ଅନୁସନ୍ଧାନ କରୁଥିବା ବର୍ଗ

Leading

ଲଘୁଚାପ ପ୍ରଭାବରେ ଅତି ପ୍ରବଳ ବର୍ଷିବ; ୫ ଜିଳ୍ଲାକୁ ଲାଲ୍‌, ୧୩ ଜିଲ୍ଲାକୁ କମଳା ଓ ୭ ଜିଲ୍ଲାକୁ ହଳଦିଆ ଚେତାବୀ ଜାରି

ଭୁବନେଶ୍ୱର: ଉତ୍ତର- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି। ଅନ୍ୟପକ୍ଷରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ର ସଦୃଶ୍ୟ ଲଘୁଚାପରେ ପରିଣତ ହୋଇ ଆଜି ପୂର୍ବାହ୍ନରେ କେନ୍ଦ୍ରୀଭୂତ…
ଅଧିକ ଖବର ଦେଖନ୍ତୁ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ, ସଂଧ୍ୟା ସୁଦ୍ଧା ସ୍ଥଳଭାଗ ଅତିକ୍ରମ କରିବ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ପରେ ଗତ କାଲି ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା । ତେବେ ଆଜି ଅର୍ଥାତ୍ ମଙ୍ଗଳବାର ଏହି ଅବପାତ ଆହୁରି ଘନୀଭୂତ ହୋଇ ଏକ ଗଭୀର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶା ଓ…
ଅଧିକ ଖବର ଦେଖନ୍ତୁ...

ଭୁବନେଶ୍ବରରେ ୨୪ ଘଣ୍ଟା ଛେଚିଲା ବର୍ଷା; ତଳିଆ ଅଞ୍ଚଳ ଜଳାର୍ଣ୍ଣବ, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବିଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଭୁବନେଶ୍ବରରେ ସେମବାର ଅପରାହ୍‌ଣରୁ ମଙ୍ଗଳବାର ଅପରାହ୍‌ଣ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୫୯.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।…
ଅଧିକ ଖବର ଦେଖନ୍ତୁ...

ଲୋକସଭାରେ ଆଗତ ହେଲା ଦିଲ୍ଲୀ ସେବା ବିଲ୍ ; କଂଗ୍ରେସ, ଆପ୍ ସମେତ ବିରୋଧୀଙ୍କ ତୀବ୍ର ବିରୋଧ,ବିଜେଡ଼ିର ସମର୍ଥନ

ନୂଆଦିଲ୍ଲୀ: ଅଧିକାରୀଙ୍କ ବଦଳି ଓ ନିଯୁକ୍ତି ସଂକ୍ରାନ୍ତ ଦିଲ୍ଲୀ ସେବା ବିଲକୁ କେନ୍ଦ୍ର ସରକାର ମଙ୍ଗଳବାର ଲୋକସଭାରେ ଉପସ୍ଥାପନ କରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହଙ୍କ ତରଫରୁ କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଗୃହରେ ଏହି ବିଲ୍ ଆଗତ କରିଥିଲେ । ବିଲ୍ ଆଗତ ହେବା ମାତ୍ରେ ଗୃହରେ ହଙ୍ଗାମା…
ଅଧିକ ଖବର ଦେଖନ୍ତୁ...

ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବକୁ ବିରୋଧ କରିବ ବିଜେଡି

ନୂଆଦିଲ୍ଲୀ: ସଂସଦରେ ଅନାସ୍ଥା ପ୍ରସ୍ତାବକୁ ବିଜେଡି ବିରୋଧ କରିବ | ମଣିପୁର ହିଂସା ପ୍ରସଙ୍ଗରେ ବିରୋଧୀ ମେଣ୍ଟ ଅନାସ୍ଥା ପ୍ରସ୍ତାବ ଆଣିଥିବାବେଳେ ଏହାକୁ ବିରୋଧ କରିବ | ସଂସଦରେ ୮ରୁ ୧୦ ତାରିଖ ଯାଏଁ ଅନାସ୍ଥା ପ୍ରସ୍ତାବ ନେଇ ଆଲୋଚନା ହେବାକୁ ଥିବାବେଳେ ଅନାସ୍ଥା ପ୍ରସ୍ତାବକୁ ବିଜେଡି…
ଅଧିକ ଖବର ଦେଖନ୍ତୁ...

ଯୁକ୍ତ ତିନି କଲେଜରେ ପିଜି କୋର୍ସ ଖୋଲିବ, ଅଧ୍ୟାପକ ଓ କର୍ମଚାରୀ ନିଯୁକ୍ତି ନେଇ ସୁପାରିସ

ଭୁବନେଶ୍ବର: ଉଚ୍ଚଶିକ୍ଷା ଷ୍ଟାଣ୍ଡିଙ୍ଗ କମିଟି ଅଧ୍ୟକ୍ଷ ଭୂପିନ୍ଦର ସିଂଙ୍କ ଅଧ୍ୟକ୍ଷତାରେ ଉଚ୍ଚଶିକ୍ଷା ଷ୍ଟାଣ୍ଡିଙ୍ଗ କମିଟିର ବୈଠକ ଶେଷ ହୋଇଛି। ଏଥିରେ ଯୁକ୍ତ ତିନି କଲେଜରେ ପିଜି କୋର୍ସ ଖୋଲିବା, ଅଧ୍ୟାପକ ଓ କର୍ମଚାରୀ ନିଯୁକ୍ତି ନେଇ ସୁପାରିଶ ହୋଇଥିବା ଜଣାଯାଇଛି। ବୈଠକ ସରିବା…
ଅଧିକ ଖବର ଦେଖନ୍ତୁ...

କଲ୍ୟାଣସିଂହପୁର କଲଭର୍ଟ ଭୁଶୁଡ଼ି ୫ ଜଣଙ୍କ ମୃତ୍ୟୁ ଘଟଣା: ୩ ଯନ୍ତ୍ରୀ ନିଲମ୍ବିତ, ଠିକାଦାରଙ୍କ ନାଁରେ ଥାନାରେ ଏତଲା

କଲ୍ୟାଣସିଂହପୁର/ ରାୟଗଡ଼ା: କଲ୍ୟାଣସିଂହପୁର କଲଭର୍ଟ ଭୁଶୁଡ଼ି ୫ ଜଣଙ୍କ ମୃତ୍ୟୁ ଘଟଣାରେ ନିଲମ୍ବିତ ହେଲେ ନିର୍ବାହୀ ଯନ୍ତ୍ରୀଙ୍କ ସହ ୩ ଯନ୍ତ୍ରୀ। ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତିଙ୍କ ସହ କନିଷ୍ଠ ଯନ୍ତ୍ରୀ ରାଜେଶ କୁମାର ମଣ୍ଡଳ ଓ ସହକାରୀ ଯନ୍ତ୍ରୀ…
ଅଧିକ ଖବର ଦେଖନ୍ତୁ...

ମୋଦୀଙ୍କ ପୁଣେ ଗସ୍ତ: ଗୋଟିଏ ମଞ୍ଚରେ ନଜର ଆସିଲେ ମୋଦୀ-ପାୱାର

ପୁଣେ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ପୁଣେ ଗସ୍ତରେ ଯାଇଛନ୍ତି | ମିଳିଥିବା ସୂଚନା ମୁତାବକ ଆଜି ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ଓହ୍ଲାଇବା ପରେ ତାଙ୍କୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ ଅଜିତ ପାୱାରଙ୍କ ସମେତ…
ଅଧିକ ଖବର ଦେଖନ୍ତୁ...

ଦୁଷ୍କର୍ମ ଅଭିଯୋଗ ମାମଲା: ଫେରାର କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କୁ ମିଳିଲା ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା

କଟକ: ଦୁଷ୍କର୍ମ ଅଭିଯୋଗ ମାମଲାରେ ଫେରାର କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କୁ ହାଇକୋର୍ଟରୁ ଅଗଷ୍ଟ ୨୫ ଯାଏ ଅନ୍ତରୀଣ ସୁରକ୍ଷା ମିଳିଛି। ସୌରିନ ଭଟ୍ଟଙ୍କୁ ତଦନ୍ତରେ ସହଯୋଗ କରିବାକୁ ଓ ଥାନାରେ ହାଜର ହେବାକୁ କୁହାଯାଇଛି। ଏହାଛଡ଼ା ପୀଡ଼ିତାଙ୍କ ୧୬୪ ବୟାନ ରେକର୍ଡ ହେବ। ସୂଚନାଯୋଗ୍ୟ, ସୌରିନ…
ଅଧିକ ଖବର ଦେଖନ୍ତୁ...

ପଶ୍ଚିମ ଓଡ଼ିଶାରେ ପାଳିତ ହେଉଛି ସମ୍ବଲପୁରୀ ଦିନ୍: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶାରେ ପାଳିତ ହେଉଛି ସମ୍ବଲପୁରୀ ଦିନ୍। ଅଗଷ୍ଟ ୧ ତାରିଖରେ ପାଳିତ ହୁଏ ଏହି ଦିନ। କୋଶଳୀ ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ୍ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଆଚି ସମଗ୍ର ପଶ୍ଚିମ ଓଡ଼ିଶାରେ ଲୋକେ…
ଅଧିକ ଖବର ଦେଖନ୍ତୁ...