ଅନୁସନ୍ଧାନ କରୁଥିବା ବର୍ଗ

Leading

ଏମ୍‌ସର ୫ ଜଣିଆ ଡାକ୍ତର ଟିମ କରିବେ କେଜ୍ରିୱାଲ୍‌ଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ନୂଆଦିଲ୍ଳୀ: ଦିଲ୍ଲୀ ମଦ ନୀତି ମାମଲାରେ ତିହାର ଜେଲ୍‌ରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କର ଏବେ ଦିଲ୍ଲୀ ଏମସର ୫ ଜଣିଆ ଡାକ୍ତର ଟିମ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। କୋର୍ଟଙ୍କ ଆଦେଶ ଅନୁଯାୟୀ ତାଙ୍କୁ ଘରୋଇ ଖାଇବା ଦିଆଯାଉଛି। ଏବେ ଜେଲ୍‌ରେ ତାଙ୍କୁ ପ୍ରତିଦିନ ଦିଆଯାଉଛି ୪…
ଅଧିକ ଖବର ଦେଖନ୍ତୁ...

ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜ୍ଞପ୍ତି: ଏପ୍ରିଲ ୨୬ରୁ ମେ’ ୩ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର…

ଭୁବନେଶ୍ବର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସିକା ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ନିର୍ବାଚନ ହେବ। ଏଠାରେ ମେ’ ୨୦ରେ ମତଦାନ ହେବାକୁ…
ଅଧିକ ଖବର ଦେଖନ୍ତୁ...

ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଆଜି ଏହି ସବୁ ବଡ଼ ବ୍ୟକ୍ତିଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ୨୦୨୪ର ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯିବ। ଏପ୍ରିଲ୍ ୨୬ (ଶୁକ୍ରବାର) ଏହି ପର୍ଯ୍ୟାୟରେ ୮୮ଟି ନିର୍ବାଚନମଣ୍ଡଳୀରୁ ୧,୨୦୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସମସ୍ତ ୫୪୩ ଟି ଆସନ ପାଇଁ ସାମଗ୍ରିକ ଫଳାଫଳ ଜୁନ୍ ୪ରେ ଏକତ୍ର ଘୋଷିତ ହେବ।…
ଅଧିକ ଖବର ଦେଖନ୍ତୁ...

ନିଜର  ଭାଇବୋହୂ ଓ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଦେଢ଼ଶୁର

କୁଚିଣ୍ଡା: ପାରିବାରିକ କଳହର ଉଗ୍ର ରୂପ ଦେଖିବାକୁ ମିଳିଛି ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଦଲକିବାହାଲ ଗାଁରେ। ଏଠାରେ ଦେଢ଼ଶୁର ଲୋଚନ ପିଙ୍ଗ ସାନଭାଇର ଘରେ ପଶି ନିଜର  ଭାଇବୋହୂ ଓ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ…
ଅଧିକ ଖବର ଦେଖନ୍ତୁ...

ଅଜଣା ଟ୍ରକ ଧକ୍କାରେ ତିନି ବାଇକ୍ ଆରୋହୀଙ୍କ ମୃତ୍ୟୁ

ସୁନ୍ଦରଗଡ଼: ଅଜଣା ଟ୍ରକ ଧକ୍କାରେ ତିନି ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଦର୍ଲିପାଲି ଏନ ଟି ପି ସି ପାୱାର ପ୍ଲାଣ୍ଟ କଲୋନୀ ସମ୍ମୁଖ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଅଜଣା ଟ୍ରକଟି ଧକ୍କା ମାରି ଫେରାର ହୋଇଯାଇଥିବା ସୂଚନା ରହିଛି। ଗୋଟିଏ ବାଇକ୍…
ଅଧିକ ଖବର ଦେଖନ୍ତୁ...

ଦ୍ବିତୀୟ ପର୍ଯ୍ୟାୟର ସବୁଠାରୁ ଧନୀ ପ୍ରାର୍ଥୀଙ୍କ ନିକଟରେ ଅଛି ୬୨୨ କୋଟି, ଗରିବଙ୍କ ନିକଟରେ ଅଛି ୫୦୦ ଟଙ୍କା

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ଦିନ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ହେବ। କେରଳର ସମସ୍ତ ୨୦ଟି ଲୋକସଭା ଆସନରେ, କର୍ଣ୍ଣାଟକର ୨୮ଟି ସିଟ୍ ମଧ୍ୟରୁ ୧୪ଟି ଆସନରେ, ରାଜସ୍ଥାନରେ ୧୩ଟି ଆସନରେ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶରେ…
ଅଧିକ ଖବର ଦେଖନ୍ତୁ...

ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ମତଦାନ : ୧୩ ରାଜ୍ୟର ୮୮ ନିର୍ବାଚନ ମଣ୍ଡଳୀରେ ଚାଲିଛି ଭୋଟ୍‌

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟରେ ଆଜି (ଶୁକ୍ରବାର) ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ନିର୍ବାଚନ ମଣ୍ଡଳୀରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ପର୍ଯ୍ୟାୟ ପରି ଏହି ପର୍ଯ୍ୟାୟରେ ବି ଭୋଟରମାନେ ପ୍ରବଳ ଗ୍ରୀଷ୍ମପ୍ରବାହର ସମ୍ମୁଖୀନ ହୋଇପାରନ୍ତି ।…
ଅଧିକ ଖବର ଦେଖନ୍ତୁ...

ଆଉ ଦୁଇ ସପ୍ତାହ ପ୍ରଚଣ୍ଡ ତାତି: ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟରେ ଗତକିଛି ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆଜି ୮ ସହରର ତାପମାତ୍ରା ୪୩° ଉପରେ ରହିଛି। ଝାରସୁଗୁଡ଼‌ା ଆଜି ୪୩.୮° ସେଲ୍‌ସିୟସ ସହ ଉତ୍ତପ୍ତ ସହର ତାଲିକାର ଶୀର୍ଷରେ ରହିଛି। ଏହା ପଛକୁ ବାରିପଦାରେ ୪୩.୬°, ନୂଆପଡ଼ା ୪୩.୫°, ତାଳଚେର ୪୩.୪°, ବୌଦ୍ଧ…
ଅଧିକ ଖବର ଦେଖନ୍ତୁ...

‘ସ୍ତ୍ରୀଧନ’ ଉପରେ ସ୍ୱାମୀଙ୍କର ନିୟନ୍ତ୍ରଣ ନାହିଁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ପତ୍ନୀଙ୍କ ସମ୍ପତ୍ତି ବା ସ୍ତ୍ରୀଧନ ଉପରେ ସ୍ୱାମୀଙ୍କର କୌଣସି ନିୟନ୍ତ୍ରଣ ନ ଥାଏ ଏବଂ ସେ ସ୍ବାମୀଙ୍କ ସଙ୍କଟ ସମୟରେ ଏହାକୁ ବ୍ୟବହାର କରିପାରନ୍ତି। କିନ୍ତୁ ପରେ ପତ୍ନୀଙ୍କୁ ଏହା ଫେରାଇଦେବା ହେଉଛି ସ୍ବାମୀଙ୍କର ନୈତିକ ଦାୟିତ୍ୱ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହି…
ଅଧିକ ଖବର ଦେଖନ୍ତୁ...

ମେଟ୍ରୋ ରେଳ ପ୍ରକଳ୍ପ: ଜନପଥରେ ସର୍ଭେ ଆଜି

ଭୁବନେଶ୍ବର: ‘ମୋ ସରକାର’ଙ୍କ ୫-ଟି ଅଧୀନ ଫ୍ଲାଗସିପ୍ କାର୍ଯ୍ୟକ୍ରମ ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ରେଳପଥ ନିର୍ମାଣ ପାଇଁ ଆସନ୍ତାକାଲି ଜନପଥରେ ସର୍ଭେ ହେବାକୁ ଯୋଜନା ହୋଇଛି। ଏଥିରେ ରାସ୍ତାର ମେଡିଆନ୍‌ରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟାଯିବ। ଏହାସହିତ ପାଣି…
ଅଧିକ ଖବର ଦେଖନ୍ତୁ...