ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ମହାପ୍ରଭୁଙ୍କ ପହିଲି ଭୋଗ ନୀତି

Advertisment

ପବିତ୍ର ଧନୁ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ସ୍ବତନ୍ତ୍ର ଚୁଲିରେ ଏହି ଭୋଗ ପ୍ରସ୍ତୁତ ହୋଇଥାଏ। ପହିଲି ଭୋଗ ସହ ଗୋପାଳବଲ୍ଲଭ ପୂଜା ଅନୁଷ୍ଠିତ ହୁଏ। ଠାକୁରଙ୍କ ସଅଳ ଦର୍ଶନ ସହ ମହାପ୍ରସାଦ ପାଇବେ ଶ୍ରଦ୍ଧାଳୁ। 

Puri Jagannath Temple

ପୁରୀ: ପବିତ୍ର ଧନୁ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ସ୍ବତନ୍ତ୍ର ଚୁଲିରେ ଏହି ଭୋଗ ପ୍ରସ୍ତୁତ ହୋଇଥାଏ। ପହିଲି ଭୋଗ ସହ ଗୋପାଳବଲ୍ଲଭ ପୂଜା ଅନୁଷ୍ଠିତ ହୁଏ। ଠାକୁରଙ୍କ ସଅଳ ଦର୍ଶନ ସହ ମହାପ୍ରସାଦ ପାଇବେ ଶ୍ରଦ୍ଧାଳୁ। 

ଏଣେ ଅପରାହ୍ଣରେ ଠାକୁରଙ୍କ ଦିବା ପହୁଡ଼ ନୀତି ଅନୁଷ୍ଠିତ ହେବ। ସାଧାରଣ ଦିନରେ ଶ୍ରୀମନ୍ଦିର ନୀତିରେ ଠାକୁରଙ୍କ ବେଶ ପରେ ରୋଷହୋମ ହୋଇଥାଏ। ରୋଷହୋମରୁ ଅଗ୍ନି ଆସିଲେ ଠାକୁରଙ୍କ ଭୋଗ ରନ୍ଧାଯିବା ପାଇଁ ଚୁଲି ଲାଗିଥାଏ। ପହିଲି ଭୋଗ ମାସରେ କିନ୍ତୁ ମଙ୍ଗଳ ଆଳତି ପରେ ରୋଷହୋମ କରାଯାଏ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe