ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅର୍ଥାତ ସୋମବାର ଦିନ ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ। ଏହି ନୀତି ଅପରାହ୍ଣରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କର ପଇତାଲାଗି ନୀତି ଅବସରରେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।
ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ୨୧ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ୪ ଦିନ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ।
Puri Jagannath temple
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2026/01/01/2026-01-01t113431602z-img_20251207_112601-2026-01-01-17-04-31.jpg)
/sambad/media/media_files/2025/04/20/YYZffkFwVQTois5giyFm.jpg)