ସୁନ୍ଦରଗଡ଼: ୨୧ ଘଣ୍ଟା ହେଲା ରାସ୍ତା ଉପରେ ଶବ ରଖି ଚାଲିଛି ରାସ୍ତାରୋକ। ଗତକାଲି ସନ୍ଧ୍ୟାରେ ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଗର୍ଜନବାହାଲରେ କୋଇଲା ବୋଝେଇ ଟ୍ରକ ଧକ୍କାରେ ସ୍ଥାନୀୟ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଉଚିତ କ୍ଷତିପୂରଣ ଓ ସ୍ୱତନ୍ତ୍ର କୋଲ କରିଡର ରାସ୍ତାରେ କୋଇଲା ପରିବହନ ଦାବି କରି ଶବ ରଖି ଚାଲିଛି ରାସ୍ତାରୋକ।
ଗତକାଲି ସନ୍ଧ୍ୟାରେ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ ଗର୍ଜନବାହାଲ ଗାଁର ପପୁ ଅମାତ। ଉଚିତ କ୍ଷତିପୂରଣ ଓ ସ୍ୱତନ୍ତ୍ର କୋଲ କରିଡର ରାସ୍ତାରେ କୋଇଲା ପରିବହନ ଦାବି କରି ଶବ ରଖି ଚାଲିଛି ରାସ୍ତାରୋକ।
/sambad/media/media_files/2024/11/11/5R4V7JqlrptRmswFfkVX.jpeg)
ଏମସିଏଲ-କନିକା ରାସ୍ତା ସମ୍ପୂର୍ଣ୍ଣ ରହିଛି ବନ୍ଦ। କୋଇଲା ପରିବହନ ଓ ଗମନାଗମନ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଗତକାଲି ସନ୍ଧ୍ୟାରେ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ ଗର୍ଜନବାହାଲ ଗାଁର ପପୁ ଅମାତ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2024/11/11/weDOHFJbqMNlZ3apXBLD.jpeg)