ଯୁବକଙ୍କ ମୃତ୍ୟୁ ପରେ ୨୧ ଘଣ୍ଟା ହେଲା ରାସ୍ତା ଉପରେ ଶବ ରଖି ଚାଲିଛି ରାସ୍ତାରୋକ

୨୧ ଘଣ୍ଟା ହେଲା ରାସ୍ତା ଉପରେ ଶବ ରଖି ଚାଲିଛି ରାସ୍ତାରୋକ। ଗତକାଲି ସନ୍ଧ୍ୟାରେ ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଗର୍ଜନବାହାଲରେ କୋଇଲା ବୋଝେଇ ଟ୍ରକ ଧକ୍କାରେ ସ୍ଥାନୀୟ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଉଚିତ କ୍ଷତିପୂରଣ ଓ ସ୍ୱତନ୍ତ୍ର କୋଲ କରିଡର ରାସ୍ତାରେ କୋଇଲା ପରିବହନ ଦାବି କରି ଶବ ରଖି ଚାଲିଛି ରାସ୍ତାରୋକ।

olk

ସୁନ୍ଦରଗଡ଼: ୨୧ ଘଣ୍ଟା ହେଲା ରାସ୍ତା ଉପରେ ଶବ ରଖି ଚାଲିଛି ରାସ୍ତାରୋକ। ଗତକାଲି ସନ୍ଧ୍ୟାରେ ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଗର୍ଜନବାହାଲରେ କୋଇଲା ବୋଝେଇ ଟ୍ରକ ଧକ୍କାରେ ସ୍ଥାନୀୟ ଯୁବକଙ୍କ ମୃତ୍ୟୁ ହୋଇଥିଲା। ଉଚିତ କ୍ଷତିପୂରଣ ଓ ସ୍ୱତନ୍ତ୍ର କୋଲ କରିଡର ରାସ୍ତାରେ କୋଇଲା ପରିବହନ ଦାବି କରି ଶବ ରଖି ଚାଲିଛି ରାସ୍ତାରୋକ।

ଗତକାଲି ସନ୍ଧ୍ୟାରେ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ ଗର୍ଜନବାହାଲ ଗାଁର ପପୁ ଅମାତ। ଉଚିତ କ୍ଷତିପୂରଣ ଓ ସ୍ୱତନ୍ତ୍ର କୋଲ କରିଡର ରାସ୍ତାରେ କୋଇଲା ପରିବହନ ଦାବି କରି ଶବ ରଖି ଚାଲିଛି ରାସ୍ତାରୋକ।

opi

ଏମସିଏଲ-କନିକା ରାସ୍ତା ସମ୍ପୂର୍ଣ୍ଣ ରହିଛି ବନ୍ଦ। କୋଇଲା ପରିବହନ ଓ ଗମନାଗମନ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଗତକାଲି ସନ୍ଧ୍ୟାରେ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ ଗର୍ଜନବାହାଲ ଗାଁର ପପୁ ଅମାତ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe