Permanent Lecturers Will Be Appointed: ପୂର୍ବ ସରକାର ସମୟରୁ ସୃଷ୍ଟି ହୋଇଥିଲା ଅଚଳାବସ୍ଥା, ରାଜ୍ୟରେ ଖୁବ୍ ଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ

ରାଜ୍ୟରେ ଖୁବ୍ ଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ। ସେ ନେଇ ପକ୍ରିୟା ଆରମ୍ଭ ହୋଇଛି। ହେଲେ ଏହା ପୂର୍ବରୁ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟରେ ୪୮୮  ଏଵଂ ୬୬୨ ବର୍ଗ ସରକାରୀ ଅନୁଦାନପ୍ରାପ୍ତ କଲେଜମାନଙ୍କରେ ଶିକ୍ଷାଦାନ କରିବେ ଅବସରପ୍ରାପ୍ତ ଅଧ୍ୟାପକ।  

Untitled-3

Statement Of Higher Eduction minister Photograph: (Sambad.in)

ଭୁବନେଶ୍ବର: ରାଜ୍ୟରେ ଖୁବ୍ ଶୀଘ୍ର ନିଯୁକ୍ତି ପାଇବେ ସ୍ଥାୟୀ ଅଧ୍ୟାପକ। ସେ ନେଇ ପକ୍ରିୟା ଆରମ୍ଭ ହୋଇଛି। ହେଲେ ଏହା ପୂର୍ବରୁ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟରେ ୪୮୮  ଏଵଂ ୬୬୨ ବର୍ଗ ସରକାରୀ ଅନୁଦାନପ୍ରାପ୍ତ କଲେଜମାନଙ୍କରେ ଶିକ୍ଷାଦାନ କରିବେ ଅବସରପ୍ରାପ୍ତ ଅଧ୍ୟାପକ। ଏଭଳି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ଯେଉଁମାନେ ଆସନ୍ତା ୩୧ ତାରିଖ ସୁଦ୍ଧା ଆବେଦନ କରିବେ ସେମାନଙ୍କୁ ନିଯୁକ୍ତି ମିଳିବ

ସେ ଆହୁରି କହିଛନ୍ତି, ଯେଉଁମାନେ ଉଚ୍ଚଶିକ୍ଷା ପୋର୍ଟାଲ ଏଚଆଇଏମଏସ୍ (ହିମସ) ପୋର୍ଟାଲରେ ଆସନ୍ତା ୩୧ ତାରିଖ ସୁଦ୍ଧା ଆବେଦନ କରିବେ ସେମାନଙ୍କୁ ନିଯୁକ୍ତି ମିଳିବ। ପୂର୍ବ ସରକାର ସମୟରୁ ରାଜ୍ୟରେ କଲେଜମାନଙ୍କରେ ଏପରି ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଯାହାକୁ ପୂରଣ କରିବାପାଇଁ ସରକାର ପକ୍ରିୟା ଆରମ୍ଭ କରିଛନ୍ତି। 

ଆହୁରି ପଢ଼ନ୍ତୁ:New Rule Of Bmc: ବିଏମସିର ନୂଆ ନିୟମ: ଏଣିକି ମନ ଇଚ୍ଛା ରାସ୍ତାକଡ଼ରେ ବ୍ୟବସାୟ କରିପାରିବେନି ଉଠା ଦୋକାନୀ

ଆହୁରି ପଢ଼ନ୍ତୁ:Associate Of Main Accused Bikram Panda ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ସହଯୋଗୀ ସୁଦର୍ଶନଙ୍କୁ ଛାଡ଼ିଲା ପୁଲିସ

Higher Education Department, suryavanshi suraj

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe