ରାଜଧାନୀ ପ୍ରତିଷ୍ଠା ଦିବସରେ ଦୁଇଦିନିଆ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜୟଦେବ ଭବନରେ ଏକ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୁରମା ପାଢୀ ଏହି ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟନ କରିଥିଲେ।

ଭୁବନେଶ୍ବର: ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜୟଦେବ ଭବନରେ ଏକ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୁରମା ପାଢୀ ଏହି ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟନ କରିଥିଲେ।

publive-image

ଏଥିରେ ଭୁବନେଶ୍ୱରର ଐତିହ୍ୟ, କଳା, ସ୍ଥାପତ୍ୟ, ରାଜନୈତିକ ପୃଷ୍ଠଭୂମି, ସାମାଜିକ ରୂପାନ୍ତରଣ, ଆଧ୍ୟାତ୍ମିକ ପରିଦୃଶ୍ୟ, ସ୍ମାର୍ଟ ସିଟି ହେବା ପର୍ଯ୍ୟନ୍ତ ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ବିକାଶ ଆଦି ଉପରେ ଫଟୋଚିତ୍ର ପ୍ରଦର୍ଶିତ ହେଉଛି। ଏହି ଦୁଇଦିନିଆ ପ୍ରଦର୍ଶନୀ ଆସନ୍ତାକାଲି (ସୋମବାର) ପର୍ଯ୍ୟନ୍ତ ଦର୍ଶକଙ୍କ ନିମନ୍ତେ ଖୋଲା ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe