ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫: ଫଟୋରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବରରେ ଦୁଇ ଦିନିଆ ନିବେଶକ ସମ୍ମିଳନୀ ‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ ଆରମ୍ଭ ହୋଇଯାଇଛି। ଜନତା ମଇଦାନରେ ଆୟୋଜିତ ଏହି ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଓଡ଼ିଶା ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ।

‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ରେ ସମ୍ବୋଧିକ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe