ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ୍, କୁକୁଡ଼ା ବୋହିନେଲେ ଲୋକେ

Advertisment

କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଚିଲିଦା ନିକଟରେ ଭୋର ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଏକ ପିକଅପ୍ ଭ୍ୟାନ୍ ଓଲଟିପଡ଼ିଥିଲା। ଏହାପରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ କୁକୁଡା ବୋହିନେଇଥିଲେ ସ୍ଥାନୀୟ ଲୋକ। 

nk

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଚିଲିଦା ନିକଟରେ ଭୋର ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଭାରସାମ୍ୟ ହରାଇ ଏକ ପିକଅପ୍ ଭ୍ୟାନ୍ ଓଲଟିପଡ଼ିଥିଲା। ଏହାପରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ କୁକୁଡା ବୋହିନେଇଥିଲେ ସ୍ଥାନୀୟ ଲୋକ। 

ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ଅନୁଗୁଳରୁ ରାଇରଙ୍ଗପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ି ଓଲଟି ପଡ଼ିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀ ଗାଡ଼ିରୁ କୁକୁଡ଼ା ବୋହି ନେଇଥିଲେ।

ସୂଚନା ଅନୁଯାୟୀ, ଏକ କୁକୁଡ଼ା ବୋଝେଇ ପିକଅପ୍ ଭ୍ୟାନ୍ ଅନୁଗୁଳରୁ ରାଇରଙ୍ଗପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ି ଓଲଟି ପଡ଼ିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀ ଗାଡ଼ିରୁ କୁକୁଡ଼ା ବୋହି ନେଇଥିଲେ। ତୁରମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି। ଗାଡ଼ିର ଚାଳକ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। 

ଅଧିକ ପଢ଼ନ୍ତୁ: ଠେଲକୋବେଡ଼ାରେ ବଡ଼ ଧରଣର ଚଢ଼ଉ: ୮୦ ଜୁଆଡ଼ି ଗିରଫ, ୫୦ ଲକ୍ଷରୁ ଅଧିକ ଟଙ୍କା ଜବତ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe