Advertisment

ସମ୍ବଲପୁରରେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର କଲା ପୁଲିସ

Advertisment

ସମ୍ବଲପୁରରେ ପୁଲିସ ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର କରିଥିବା ଜଣାଯାଇଛି। ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳରେ ଅପରାଧୀ ମହମ୍ମଦ ସାମଦକୁ ଏନକାଉଣ୍ଟର କରିଛି ପୁଲିସ। ତାର ବାମ ଗୋଡ଼ରେ ଗୁଳି ବାଜିଛି । 

ସମ୍ବଲପୁରରେ ପୁଲିସ ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର କରିଥିବା ଜଣାଯାଇଛି। ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳରେ ଅପରାଧୀ ମହମ୍ମଦ ସାମଦକୁ ଏନକାଉଣ୍ଟର କରିଛି ପୁଲିସ। ତାର ବାମ ଗୋଡ଼ରେ ଗୁଳି ବାଜିଛି । 

Untitled

ସମ୍ବଲପୁର: ସମ୍ବଲପୁରରେ ପୁଲିସ ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର କରିଥିବା ଜଣାଯାଇଛି। ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳରେ ଅପରାଧୀ ମହମ୍ମଦ ସାମଦକୁ ଏନକାଉଣ୍ଟର କରିଛି ପୁଲିସ। ତାର ବାମ ଗୋଡ଼ରେ ଗୁଳି ବାଜିଛି । 

ଗତ ରାତିରେ ମହମ୍ମଦ ସାମଦ ଓ  ତାର ଭାଇ ମହମ୍ମଦ ଓ୍ବାସିମ ଛୁରାମାଡ଼ କରି ଆସଫ ଖାନଙ୍କୁ ହତ୍ୟା କରିଥିଲେ। ପୁଲିସ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବାବେଳେ ପୁଲିସ ଉପରକୁ ଗୁଳିଚାଳନା କରିଥିଲା ଅଭିଯୁକ୍ତ। ଏହାପରେ ପୁଲିସ ପାଲଟା ଗୁଳି ଚଳାଇଥିଲା । ଏଥିରେ ଆହତ ହୋଇଛି ଅପରାଧୀ ମହମ୍ମଦ ସାମଦ। ତାର ଭାଇ ଏମଡି ଓ୍ବାସିମ ଫେରାର ଅଛି। ଘଟଣାସ୍ଥଳରୁ ପୁଲିସ ୭.୬ ଏମଏମ ଗୋଟିଏ ପିସ୍ତଲ ଓ ଗୋଟିଏ ବାଇକ ଜବତ କରିଛି। 

Untitled

ସୂଚନା ଅନୁଯାୟୀ, ଗତ ରାତିରେ ମହମ୍ମଦ ସାମଦ ଓ  ତାର ଭାଇ ମହମ୍ମଦ ଓ୍ବାସିମ ଛୁରାମାଡ଼ କରି ଆସଫ ଖାନଙ୍କୁ ହତ୍ୟା କରିଥିଲେ। ପୁଲିସ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବାବେଳେ ପୁଲିସ ଉପରକୁ ଗୁଳିଚାଳନା କରିଥିଲା ଅଭିଯୁକ୍ତ। ଏହାପରେ ପୁଲିସ ପାଲଟା ଗୁଳି ଚଳାଇଥିଲା । ଏଥିରେ ଆହତ ହୋଇଛି ଅପରାଧୀ ମହମ୍ମଦ ସାମଦ। ତାର ଭାଇ ଏମଡି ଓ୍ବାସିମ ଫେରାର ଅଛି। ଘଟଣାସ୍ଥଳରୁ ପୁଲିସ ୭.୬ ଏମଏମ ଗୋଟିଏ ପିସ୍ତଲ ଓ ଗୋଟିଏ ବାଇକ ଜବତ କରିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe