ଅକ୍ଟୋବର ୪ ଏବଂ ୫ରେ ପୁଲିସ ଏସଆଇ ପରୀକ୍ଷା

ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସଆଇ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରାଯାଇଛି।ଏସ୍‌ଆଇ ପଦବୀ ପାଇଁ ଓଏମ୍‌ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ଚଳିତ ବର୍ଷ ଅକ୍ଟୋବର ୪ ଏବଂ ୫ ତାରିଖରେ ଅନୁଷ୍ଠିତ ହେବ।

New Project (23)

ଭୁବନେଶ୍ୱର: ଶନିବାର ଦିନ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସଆଇ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରାଯାଇଛି।ଏସ୍‌ଆଇ ପଦବୀ ପାଇଁ ଓଏମ୍‌ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ଚଳିତ ବର୍ଷ ଅକ୍ଟୋବର ୪ ଏବଂ ୫ ତାରିଖରେ ଅନୁଷ୍ଠିତ ହେବ। ପୂର୍ବରୁ ଦୁଇଥର ଘୁଞ୍ଚିଥିଲା ଏହି ପରୀକ୍ଷା। 

ଭୁବନେଶ୍ୱର: ଶନିବାର ଦିନ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସଆଇ ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ଏସ୍‌ଆଇ ପଦବୀ ପାଇଁ ପରୀକ୍ଷା ଚଳିତ ବର୍ଷ ଅକ୍ଟୋବର ୪ ଏବଂ ୫ ତାରିଖରେ ଅନୁଷ୍ଠିତ ହେବ। ଓଏମଆର୍ ସିଟ୍ ଜରିଆରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ।

ବିଜ୍ଞପ୍ତି ଅନୁଯାୟୀ,ଏସ୍‌ଆଇ ପଦବୀ ପାଇଁ ଓଏମ୍‌ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ଚଳିତ ବର୍ଷ ଅକ୍ଟୋବର ୪ ଏବଂ ୫ ୬ ତାରିଖରେ ଅନୁଷ୍ଠିତ ହେବ। ଓଏମଆର୍ ସିଟ୍ ଜରିଆରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ।

ଓଡ଼ିଶା ପୁଲିସ ୱେବସାଇଟ୍‌ରୁ ପରୀକ୍ଷା କେନ୍ଦ୍ର ଏବଂ ପରୀକ୍ଷା ସୂଚୀ ବିଷୟରେ ସବିଶେଷ ଜାଣିବା ପାଇଁ ସେପ୍ଟମ୍ବର ୨୦ ପରେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିବାକୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe