ଭୁବନେଶ୍ବର: ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ ସଭାପତି ସୁକେଶି ଓରାମ ଏବଂ ସାଧାରଣ ସମ୍ପାଦକ ଯତୀନ ମହାନ୍ତି।
ଚଳିତ ମାସରେ ସଦସ୍ୟତା ଅଭିଯାନ ଶେଷ ହେବା ପରେ ଆରମ୍ଭ ହେବ ସାଙ୍ଗଠନିକ ନିର୍ବାଚନ। ବୁଥ ସଭାପତିଠୁ ଆରମ୍ଭ କରି ଜିଲ୍ଲା ସଭାପତି, ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ସଭାପତି ନିର୍ବାଚିତ ହେବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/07/pratap-sarangi-2.jpg)