ସାଂସଦ ପ୍ରତାପ ଷଡ଼ଙ୍ଗୀ ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଅଧିକାରୀ ନିଯୁକ୍ତ

Advertisment

ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି।

ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି।

ଚିଙ୍ଗୁଡି ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ ଘଟଣା: କମ୍ପାନି ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର: ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ ସଭାପତି ସୁକେଶି ଓରାମ ଏବଂ ସାଧାରଣ ସମ୍ପାଦକ ଯତୀନ ମହାନ୍ତି।

ଚଳିତ ମାସରେ ସଦସ୍ୟତା ଅଭିଯାନ ଶେଷ ହେବା ପରେ ଆରମ୍ଭ ହେବ ସାଙ୍ଗଠନିକ ନିର୍ବାଚନ। ବୁଥ ସଭାପତିଠୁ ଆରମ୍ଭ କରି ଜିଲ୍ଲା ସଭାପତି, ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ସଭାପତି ନିର୍ବାଚିତ ହେବେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe