ମହାଶିବରାତ୍ରି ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Advertisment

ଆଜି ମହାଶିବରାତ୍ରି। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ଭଗବାନ ଶିବଙ୍କ ପ୍ରତି ସମର୍ପିତ ଏକ ପର୍ବ।

ଆଜି ମହାଶିବରାତ୍ରି। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ଭଗବାନ ଶିବଙ୍କ ପ୍ରତି ସମର୍ପିତ ଏକ ପର୍ବ।

bnj

thestatesman.com

ନୂଆଦିଲ୍ଲୀ: ଆଜି ମହାଶିବରାତ୍ରି। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, ମହାଶିବରାତ୍ରି ପବିତ୍ର ଅବସରରେ ମୁଁ ମୋର ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ମୁଁ ପ୍ରାର୍ଥନା କରୁଛି ଯେ ପରମ ଭଗବାନ ମହାଦେବଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହୁ ଏବଂ ଆମ ଦେଶ ପ୍ରଗତି ପଥରେ ଆଗକୁ ବଢ଼ୁ। ଠିକ୍ ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ‘ଏକ୍ସ’ରେ ଲେଖିଛନ୍ତି, ମୁଁ ମୋର ସମସ୍ତ ଦେଶବାସୀଙ୍କୁ ମହାଶିବରାତ୍ରିର ବହୁତ ବହୁତ ଶୁଭକାମନା ଜଣାଉଛି। ଏହା ଭଗବାନ ଶିବଙ୍କ ପ୍ରତି ସମର୍ପିତ ଏକ ପର୍ବ। ଏହି ଦିବ୍ୟ ଅବସର ଆପଣମାନଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ, ଏବଂ ଏକ ବିକଶିତ ଭାରତ ପାଇଁ ସଂକଳ୍ପକୁ ମଧ୍ୟ ମଜବୁତ କରୁ। ହର ହର ମହାଦେବ! 

ଏନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ‘ଏକ୍ସ’ରେ ଲେଖିଛନ୍ତି, ମହାଶିବରାତ୍ରି ପବିତ୍ର ଅବସରରେ ମୁଁ ମୋର ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ମୁଁ ପ୍ରାର୍ଥନା କରୁଛି ଯେ ପରମ ଭଗବାନ ମହାଦେବଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହୁ ଏବଂ ଆମ ଦେଶ ପ୍ରଗତି ପଥରେ ଆଗକୁ ବଢ଼ୁ। 

ଠିକ୍ ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ‘ଏକ୍ସ’ରେ ଲେଖିଛନ୍ତି, ମୁଁ ମୋର ସମସ୍ତ ଦେଶବାସୀଙ୍କୁ ମହାଶିବରାତ୍ରିର ବହୁତ ବହୁତ ଶୁଭକାମନା ଜଣାଉଛି। ଏହା ଭଗବାନ ଶିବଙ୍କ ପ୍ରତି ସମର୍ପିତ ଏକ ପର୍ବ। ଏହି ଦିବ୍ୟ ଅବସର ଆପଣମାନଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ, ଏବଂ ଏକ ବିକଶିତ ଭାରତ ପାଇଁ ସଂକଳ୍ପକୁ ମଧ୍ୟ ମଜବୁତ କରୁ। ହର ହର ମହାଦେବ! 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe