ପରଲୋକରେ ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର

Advertisment

ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର ଆଉ ନାହାନ୍ତି। ଆଜି ସକାଳ ପ୍ରାୟ ୧୦ଟା ବେଳେ ହୃଦଘାତରେ ସେ ନିଜର ତେଲେଙ୍ଗା ବଜାରସ୍ଥିତ ବାସଭବନରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା।

Updated On

ଅଦ୍ୟତନ ହୋଇଛି
xc

କଟକ: ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର ଆଉ ନାହାନ୍ତି। ଆଜି ସକାଳ ପ୍ରାୟ ୧୦ଟା ବେଳେ ହୃଦଘାତରେ ସେ ନିଜର ତେଲେଙ୍ଗା ବଜାରସ୍ଥିତ ବାସଭବନରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଡାକ୍ତର ଗୋପାଳ କର ଏସସିବି ମେଡିକାଲ କଲେଜର ମାନସିକ ରୋଗ ବିଭାଗର ମୁଖ୍ୟ ଓ ପରେ  ଅଧ୍ୟକ୍ଷ ଦାୟିତ୍ବ ତୁଲାଇଥିଲେ। ଖାଲି ସେତିକି ନୁହେଁ ସେ ଡିଏମଇଟି ପଦରେ ବି ଅବସ୍ଥାପିତ ଥିଲେ।

ପ୍ରଫେସର୍ ଡାକ୍ତର ଗୋପାଳ କରଙ୍କ ପତ୍ନୀ ଗାୟତ୍ରୀ ଦେବୀ ଜଣେ ସାହିତ୍ୟିକା ଓ ସଂପାଦିକା ଭାବେ ବେଶ ଜଣାଶୁଣା। ତାଙ୍କର ତିନି ପୁଅ ଅଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ମାନସିକ ରୋଗ ବିଶେଷଜ୍ଞ ଡାକ୍ତର ସମ୍ରାଟ କର। ଡାକ୍ତର ଗୋପାଳ କରଙ୍କ ମୃତ୍ୟୁ ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷଦର୍ଶନ ଲାଗି ପହଞ୍ଚୁଥିବା ଦେଖିବାକୁ ମିଳିଛି। ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ‌ଅନ୍ତିମ ସଂସ୍କାର କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

cfg

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe