ବଳଙ୍ଗା ପୀଡ଼ିତାଙ୍କର ଦିଲ୍ଲୀ ଏମ୍ସରେ ବୟାନ୍ ରେକର୍ଡ କରିଛି ପୁରୀ ପୁଲିସ

Advertisment

ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କର ଦିଲ୍ଲୀ ଏମ୍ସରେ ବୟାନ୍ ରେକର୍ଡ କରିଛି ପୁରୀ ପୁଲିସ। କେସ୍ ର ତଦନ୍ତକାରୀ ଅଧିକାରୀଙ୍କ ସହ ବଳଙ୍ଗା ଥାନା ଅଧିକାରୀ ଏବଂ ଜଣେ ମହିଳା ଡିଏସପି ପୀଡ଼ିତାର ବୟାନ ରେକର୍ଡ କରିଛନ୍ତି।

ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କର ଦିଲ୍ଲୀ ଏମ୍ସରେ ବୟାନ୍ ରେକର୍ଡ କରିଛି ପୁରୀ ପୁଲିସ। କେସ୍ ର ତଦନ୍ତକାରୀ ଅଧିକାରୀଙ୍କ ସହ ବଳଙ୍ଗା ଥାନା ଅଧିକାରୀ ଏବଂ ଜଣେ ମହିଳା ଡିଏସପି ପୀଡ଼ିତାର ବୟାନ ରେକର୍ଡ କରିଛନ୍ତି।

Pinaka Mishra

ପୁରୀ: ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କର ଦିଲ୍ଲୀ ଏମ୍ସରେ ବୟାନ୍ ରେକର୍ଡ କରିଛି ପୁରୀ ପୁଲିସ। କେସ୍ ର ତଦନ୍ତକାରୀ ଅଧିକାରୀଙ୍କ ସହ ବଳଙ୍ଗା ଥାନା ଅଧିକାରୀ ଏବଂ ଜଣେ ମହିଳା ଡିଏସପି ପୀଡ଼ିତାର ବୟାନ ରେକର୍ଡ କରିଛନ୍ତି। ତେବେ ଦିଲ୍ଲୀର ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶରେ ଜଣେ ମାଜିଷ୍ଟ୍ରେଟ୍ ଙ୍କ ଉପସ୍ଥିତିରେ ବୟାନ ରେକର୍ଡ କରାଯିବ। ଏହାପରେ ସମଗ୍ର ଘଟଣା ପଛର କାରଣ ବିଷୟରେ ପୁଲିସ ପକ୍ଷରୁ ସାର୍ବଜନୀନ କରାଯିବ ବୋଲି ପୁରୀ ଏସପି ପିନାକ ମିଶ୍ର ସୂଚନା ଦେଇଛନ୍ତି।

ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କର ଦିଲ୍ଲୀ ଏମ୍ସରେ ବୟାନ୍ ରେକର୍ଡ କରିଛି ପୁରୀ ପୁଲିସ। କେସ୍ ର ତଦନ୍ତକାରୀ ଅଧିକାରୀଙ୍କ ସହ ବଳଙ୍ଗା ଥାନା ଅଧିକାରୀ ଏବଂ ଜଣେ ମହିଳା ଡିଏସପି ପୀଡ଼ିତାର ବୟାନ ରେକର୍ଡ କରିଛନ୍ତି। ତେବେ ଦିଲ୍ଲୀର ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶରେ ଜଣେ ମାଜିଷ୍ଟ୍ରେଟ୍ ଙ୍କ ଉପସ୍ଥିତିରେ ବୟାନ ରେକର୍ଡ କରାଯିବ। ଏହାପରେ ସମଗ୍ର ଘଟଣା ପଛର କାରଣ ବିଷୟରେ ପୁଲିସ ପକ୍ଷରୁ ସାର୍ବଜନୀନ କରାଯିବ ବୋଲି ପୁରୀ ଏସପି ପିନାକ ମିଶ୍ର ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି, ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ସମସ୍ତ ଆଇନଗତ ଦିଗକୁ ଦୃଷ୍ଟିରେ ରଖାଯାଇ ତଦନ୍ତ କରାଯାଉଛି। ନାବାଳିକାଙ୍କର ଚିକିତ୍ସା ଜାରି ରହିଥିବାରୁ ପୁଲିସ ପକ୍ଷରୁ ଅତି ସତର୍କତାର ସହିତ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ଏସପି କହିଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe