ବିଜେପିରେ ଯୋଗ ଦେଲେ ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି

Advertisment

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏଥିରେ ଉପସ୍ଥିତ ରହି ବିଜେଡି ଛାଡ଼ିଥିବା ନେତାମାନଙ୍କୁ ଦଳରେ ସାମିଲ କରିଛନ୍ତି।

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏଥିରେ ଉପସ୍ଥିତ ରହି ବିଜେଡି ଛାଡ଼ିଥିବା ନେତାମାନଙ୍କୁ ଦଳରେ ସାମିଲ କରିଛନ୍ତି।

jhi

ବଡ଼ମ୍ବା/ଭୁବନେଶ୍ବର: ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଏଥିଲାଗି ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ରଘୁପତି ମହାନ୍ତିଙ୍କର କେତେକ ସମର୍ଥକ ବି ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏଥିରେ ଉପସ୍ଥିତ ରହି ବିଜେଡି ଛାଡ଼ିଥିବା ନେତାମାନଙ୍କୁ ଦଳରେ ସାମିଲ କରିଛନ୍ତି।

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ରଘୁପତି ମହାନ୍ତିଙ୍କର କେତେକ ସମର୍ଥକ ବି ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏଥିରେ ଉପସ୍ଥିତ ରହି ବିଜେଡି ଛାଡ଼ିଥିବା ନେତାମାନଙ୍କୁ ଦଳରେ ସାମିଲ କରିଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳେ ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ନିଜର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ। ସେ ଦର୍ଶାଇଥିଲେ ଯେ ଲୋକଙ୍କ ହିତ ଦୃଷ୍ଟରୁ ଦଳ ଛାଡ଼ିଛନ୍ତି।
ରଘୁପତି ମହାନ୍ତି ବିଜେପିରେ ଯୋଗ ଦେବେ ବୋଲି ସୂଚନା ମିଳିଥିଲା। ତାଙ୍କ ସହ ଅନେକ ସମର୍ଥକ ଓ ବଡ଼ମ୍ବା ପଞ୍ଚାୟତ ସମିତି ସଭ୍ୟ ବି ପଦ୍ମ ଧରିବେ ବୋଲି ଜଣାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe