ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସନ୍ଧ୍ୟା ୫ଟା ୩୦ରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିl ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨ତାରିଖ ସକାଳ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ଏବଂ ୩ତାରିଖ ସକାଳ ସମୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି l
ସୃଷ୍ଟି ହେଲା #ଲଘୁଚାପ
— usd (@usd0705) September 30, 2025
2ରେ ଅବପାତ ସମ୍ଭାବନା
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସନ୍ଧ୍ୟା 5ଟା 30 ସମୟରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ 2ତାରିଖ ସକାଳ ବେଳକୁ ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ pic.twitter.com/nvKHFNg9m8
imd bhubaneswar | Rain in Odisha